Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭାଲୁ ଆକ୍ରମଣରେ ୨ ମହିଳା ଆହତ

Sanchar Live by Sanchar Live
September 15, 2024
in ଓଡିଶା
0
ଭାଲୁ ଆକ୍ରମଣରେ ୨ ମହିଳା ଆହତ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଭାଲୁ ଆକ୍ରମଣରେ ୨ ମହିଳା ଆହତ। ନୂଆପଡା ଜିଲ୍ଲା କୋମନା ରେଞ୍ଜ ଅନ୍ତର୍ଗତ କୋଟ୍ରିବାହାଲ ଗାଁରେ ଘଟିଛି ଏହି ଘଟଣା । ୨ଜଣ ମହିଳା ଆଜି ସକାଳୁ ଚାଷ ଜମି ନିକଟସ୍ଥ ପୋଖରୀକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଆହତ ହୋଇଛନ୍ତି। ମହିଳାଙ୍କୁ ଭାଲୁ ଆକ୍ରମଣ ଖବର ପାଇ ପରିବାର ଲୋକେ ଘଟଣା ସ୍ଥଳରେ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରିଥିଲେ । ପରେ କୋମନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ନିମନ୍ତେ ଆଣିଥିଲେ । ୨ମହିଳା ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି । ଘଟଣା ସ୍ଥଳରେ କୋମନା ରେଞ୍ଜରର ଏକ ଟିମ୍ ପହଞ୍ଚିଛି ।

Tags: beer attackodisha
ShareTweetShareSend
Sanchar Live

Sanchar Live

Next Post
ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.