Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଘରେ ପଶି ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁବୃର୍ତ୍ତ

Sanchar Live by Sanchar Live
October 5, 2024
in ଅପରାଧ
0
ଘରେ ପଶି ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁବୃର୍ତ୍ତ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଘରେ ପଶି ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁବୃର୍ତ୍ତ । ଗୁରୁତର ଅବସ୍ଥାରେ ଯୁବକ ଜଣଙ୍କ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।  ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାକୁଟୁ ଗ୍ରାମ ପଞ୍ଚାୟତର ପାରି ନୂଆଁ ଗାଁରେ । ରାଜନୈତିକ ଶତ୍ରୁତାକୁ ନେଇ ଖଣ୍ଡାରେ ଆକ୍ରମଣ ହୋଇଛି । ଗୁରୁତର ଯୁବକ ଜଣକ ହେଲେ ପାରିନୁଆଗାଁ ର ଗୋବିନ୍ଦ ପ୍ରଧାନଙ୍କ ପୁଅ ବିପ୍ର ପ୍ରଧାନ ।

ସୂଚନା ଅନୁସାରେ ଗତକାଲି ପାରିନୁଆଗାଁର ଗୋବିନ୍ଦ ପ୍ରଧାନଙ୍କ ପୁଅ ବିପ୍ର ପ୍ରଧାନ ଘରେ ଥିବା ବେଳେ ରାତି ୯ ଟାରେ ହଠାତ ୫ ରୁ ୭ ଜଣ ଦୁବୃର୍ତ୍ତଘର ଭିତର କୁ ପଶି ଆସି ଖଣ୍ଡାରେ ଆକ୍ରମଣ କରିଥିଲେ ।  ଏଥିରେ ବିପ୍ରଙ୍କ ମୁଣ୍ଡ, ପେଟ ଓ ହାତ ରେ ଗଭୀର ଆଘାତ ଲାଗିଥିଲା ।  ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଖଲ୍ଲିକୋଟ ଓ ପରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି ।  ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ସଂଘବଦ୍ଧ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।  ଘଟଣାସ୍ଥଳରେ ଖଲ୍ଲିକୋଟ ଥାନା ପୋଲିସ ପହଞ୍ଚି ତଦନ୍ତ କରିଥିଲା ।

Tags: berhumpurcrime
ShareTweetShareSend
Sanchar Live

Sanchar Live

Next Post
ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ

ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.