Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବେଆଇନ ମଦ କାରବାର ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ ଆଭିମୁଖ୍ୟ : ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ ନିଲମ୍ବିତ

Sanchar Live by Sanchar Live
August 21, 2024
in ଅପରାଧ, ଓଡିଶା
0
ବେଆଇନ ମଦ କାରବାର ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ ଆଭିମୁଖ୍ୟ : ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ ନିଲମ୍ବିତ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ:  ବେଆଇନ ମଦ କାରବାର ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ ନିଲମ୍ବିତ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏଥି ସହିତ ବେଆଇନ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି । ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ଗତକାଲି ସନ୍ଧ୍ୟା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭ ହଜାର ୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି । ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ୩୮୫ ଲିଟର ମଦ ଜବତ ହୋଇଛି ।

 

Tags: berhumpurcrimeexise
ShareTweetShareSend
Sanchar Live

Sanchar Live

Next Post
ଆଇଏଏସ ସ୍ତରରେ ବଡ ଧରଣର ଅଦଳ ବଦଳ, ୧୮ ଜଣଙ୍କ ବଦଳି

ଆଇଏଏସ ସ୍ତରରେ ବଡ ଧରଣର ଅଦଳ ବଦଳ, ୧୮ ଜଣଙ୍କ ବଦଳି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.