ସଂଚାର ବ୍ୟୁରୋ: ବ୍ରହ୍ମପୁରରେ ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିମାଡ଼। ଗୁଳିମାଡ଼ କରିଛନ୍ତି ବାଇକରେ ଆସିଥିବା ୨ ଦୁର୍ବୃତ୍ତ। ବ୍ରହ୍ମାନଗରରେ ଦୁଇ ରାଉଣ୍ଡ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।