Monday, June 2, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବ୍ରହ୍ମପୁର R&B ବିଭାଗ AEE ଦିଲୀପ କୁମାର ଚୌଧୁରୀଙ୍କ ଭିଜିଲାନ୍ସ ଚଢ଼ାଉ

Sanchar Live by Sanchar Live
May 31, 2025
in ଅପରାଧ
0
ବ୍ରହ୍ମପୁର R&B ବିଭାଗ AEE ଦିଲୀପ କୁମାର ଚୌଧୁରୀଙ୍କ ଭିଜିଲାନ୍ସ ଚଢ଼ାଉ
0
SHARES
17
VIEWS
FacebookTwitter

ସଂଚାର ବ୍ୟୁରୋ: ଭିଜିଲାନ୍ସ ଜାଲରେ ଯନ୍ତ୍ରୀ। ବ୍ରହ୍ମପୁର R&B ବିଭାଗ AEE ଦିଲୀପ କୁମାର ଚୌଧୁରୀ । ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଦିଲୀପ କୁମାର ଚୌଧୁରୀଙ୍କ ଘରେ ରେଡ୍। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍। ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢ଼ାଉ। ବ୍ରହ୍ମପୁର ଓ ଭୁବନେଶ୍ଵରରେ ଚଢ଼ାଉ ଜାରି ରହିଛି। ବ୍ରହ୍ମପୁର ସ୍ଥିତ ଅଫିସ ଓ ବାସଭବନରେ ରେଡ୍ କରୁଛି ଭିଜିଲାନ୍। ଭୁବନେଶ୍ଵର ସ୍ଥିତ ବାସଭବନରେ ରେଡ୍ ଚାଲିଛି। ରେଡରେ ୩ ଡିଏସପି, ୭ ଇନ୍ସପେକ୍ଟର ସାମିଲ । ଚଢ଼ାଉରୁ ବିଭିନ୍ନ ସ୍ଥାନରେ ଯନ୍ତ୍ରୀଙ୍କ ସମ୍ପତ୍ତି ଠାବ ହୋଇଛି। ବ୍ରହ୍ମପୁର ଧର୍ମନଗରରେ ଏକ ଫ୍ଲାଟ୍, ବ୍ରହ୍ମପୁର ମୟୂରୀ ବିହାରରେ ଦୁଇ ମହଲା କୋଠା ଓ ଭୁବନେଶ୍ଵର ସହିଦନଗରରେ ଫ୍ଲାଟ୍ ଠାବ ହୋଇଛି।

Tags: berhumpurjevigilance raid
ShareTweetShareSend
Sanchar Live

Sanchar Live

Next Post
ସମ୍ବଲପୁର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାରେ ହନୁମାନ ନିଉତା ପରେ ଆଜି ଦେବ ବିବାହ

ସମ୍ବଲପୁର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାରେ ହନୁମାନ ନିଉତା ପରେ ଆଜି ଦେବ ବିବାହ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରତିଦିନ କେତେ ପରିମାଣର ଅଖରୋଟ ଖାଇବା ଉଚିତ ? ଜାଣନ୍ତୁ…
  • ଆଗାମୀ ୫ ବର୍ଷରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ଦ୍ବିଗୁଣିତ କରିବା ପାଇଁ ଆମ ସରକାର ପ୍ରୟାସଶୀଳ : ମୁଖ୍ୟମନ୍ତ୍ରୀ
  • ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କଲେ ବାବୁସାନ
  • କଳିଙ୍ଗ ଷ୍ଟୁଡିଓର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ରାଜଧାନୀରେ ସିଭିଲ ଡିଫେନ୍ସର ତାଲିମ ଶିବିର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.