Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବ୍ରାଉନସୁଗାର ବେପାରକୁ ବିରୋଧ କରିବାରୁ ଖଣ୍ଡା ଛୁରୀରେ ଆକ୍ରମଣ

Sanchar Live by Sanchar Live
September 8, 2025
in ଅପରାଧ
0
ବ୍ରାଉନସୁଗାର ବେପାରକୁ ବିରୋଧ କରିବାରୁ ଖଣ୍ଡା ଛୁରୀରେ ଆକ୍ରମଣ
0
SHARES
33
VIEWS
FacebookTwitter

ସଂଚାର ବ୍ୟୁରୋ: ବ୍ରାଉନସୁଗାର ବେପାରକୁ ବିରୋଧ କରିବାରୁ ଖଣ୍ଡା ଛୁରୀରେ ଆକ୍ରମଣ । ଆକ୍ରମଣରେ ମାମୁଁ ଭଣଜା ଗୁରୁତର । ଏଭଳି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଚରମ୍ପା ବରାଳପୋଖରୀରେ । ଗ୍ରାମର ମାଧବ କାହାଳିଆ ଘରେ ଥିବା ବେଳେ ଗ୍ରାମର ଅନ୍ୟ ଏକ ପରିବାରର ୭ ରୁ ୮ ଜଣ ସଦସ୍ୟ ହଠାତ ହାତରେ ଖଣ୍ଡା ଓ ମାରଣାସ୍ତ୍ର ଧରି ଘର ଭିତରକୁ ପଶିବା ସହିତ ଅତର୍କିତ ଆକ୍ରମଣ କରିଥିଲେ । ଏଥିରେ ମାଧବଙ୍କ ସହିତ ତାଙ୍କ ଭଣଜା ନିର୍ମଳ ନାୟକ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଭଦ୍ରକ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଆକ୍ରମାଣକାରୀଙ୍କ ପରିବାର ବ୍ରାଉନସୁଗାର ବେପାର କରୁଥିବା ଓ ସେମାନଙ୍କୁ ବାରମ୍ବାର ବିରୋଧ କରୁଥିବାରୁ ଆକ୍ରମଣ କରିଥିବା କହିଛନ୍ତି ନିର୍ମଳ । ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ୨ ଜଣଙ୍କୁ ଅଟକ ରଖିଛି ପୋଲିସ ।.

Tags: bhadrakcrime
ShareTweetShareSend
Sanchar Live

Sanchar Live

Next Post
ଆପଣଙ୍କ ପେଟ ବଢ଼ୁଛି କି ? ଖାଆନ୍ତୁ ଏହି ଅଟା.. କମିଯିବ ପେଟ..

ଆପଣଙ୍କ ପେଟ ବଢ଼ୁଛି କି ? ଖାଆନ୍ତୁ ଏହି ଅଟା.. କମିଯିବ ପେଟ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.