Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଘରେ ପଶି ମହିଳାଙ୍କୁ ହାଣି ଲୁଟିନେଲେ..

Sanchar Live by Sanchar Live
February 27, 2025
in ଅପରାଧ
0
ଘରେ ପଶି ମହିଳାଙ୍କୁ ହାଣି ଲୁଟିନେଲେ..
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଗତକାଲି ଶିବ ରାତ୍ରିରେ ଥାନାଠାରୁ ମାତ୍ର କେତେ କିଲୋମିଟର ଦୂରରେ ଲୁଟ୍ । ଗତକାଲି ବିଳମ୍ବିତ ରାତିରେ କରଞ୍ଜଆଡ଼ିଆ ଅଞ୍ଚଳର ଦୁବୃର୍ତ୍ତମାନେ ଘରେ ପଶି କଳାକନା ବୁଲାଇଛନ୍ତି । ଗତକାଲି ରାତିରେ କରଞ୍ଜଆଡ଼ିଆ ଗାଁର କମଳାକାନ୍ତ ସାହୁଙ୍କ ଘରେ ପୁରୁଷ ଜାଗର ଯାତ୍ରା ଦେଖିବାକୁ ଯାଇତିବା ବେଳେ ଲୋକ ଶିବ ମନ୍ଦିର ଜାଗର ଜାଳିବାକୁ ଯାଇଥିବାବେଳେ କବାଟ ଭାଙ୍ଗି ମହିଳାଙ୍କ ମୁଣ୍ଡ ଓ ହାତକୁ ହାଣି ସୁନା ଅଳଙ୍କାର ଲୁଟ କରିନେଇଛନ୍ତି । ସେହି ଗାଁର ରବିନ୍ଦ୍ର ମହାନ୍ତିଙ୍କ ଘରେ ପଶି ସୁନା ଅଳଙ୍କାର ଲୁଟ୍ କରି କଳାକନା ବୁଲାଇ ଦେଇଛନ୍ତି । କମଳାକାନ୍ତ ସାହୁଙ୍କ ବୋହୂ ଲକ୍ଷ୍ମୀପ୍ରିୟା ସାହୁ ଆହତ ଅବସ୍ଥାରେ ଚିକିତ୍ସା ପାଇଁ ବାସୁଦେବପୁର ଡାକ୍ତରଖାନାର ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ଭଦ୍ରକ ରେଫର କରାଯାଇଛି । ଦୁର୍ବୃତ୍ତମାନେ ଗୋଟିଏ ପରେ ଗୋଟିଏ ଘରେ ପସି ଲୁଟ୍ କରିଛନ୍ତି । ଗତ କିଛିଦିନ ତଳେ ବାସୁଦେବପୁର ବ୍ଲକର ନାୟକାଣୀଡିହି ପୋଲିସର ନିଷ୍କ୍ରିୟତା ପାଇଁ ଥାନାର ଶବ ରଖି ଲୋକ ଧାରଣା ଦେଇଥିଲେ ।

Tags: bhadrakloot
ShareTweetShareSend
Sanchar Live

Sanchar Live

Next Post
ରାଜପଥରେ ଦୁର୍ଘଟଣା, ଟ୍ୟାଙ୍କର ତଳେ ଯାତାୟତ

ରାଜପଥରେ ଦୁର୍ଘଟଣା, ଟ୍ୟାଙ୍କର ତଳେ ଯାତାୟତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.