Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଭକ୍ତ ଚରଣ ଦାସ ହେଲେ PCC ସଭାପତି

Sanchar Live by Sanchar Live
February 11, 2025
in ରାଜନୀତି
0
ଭକ୍ତ ଚରଣ ଦାସ ହେଲେ PCC ସଭାପତି
0
SHARES
22
VIEWS
FacebookTwitter

ଭକ୍ତ ଚରଣ ଦାସ ହେଲେ PCC ସଭାପତି । AICC ଙ୍କ ଅନୁମୋଦନ କ୍ରମେ ଭକ୍ତ ଚରଣ ଦାସ ହେଲେ ଓଡ଼ିଶା PCC ସଭାପତି । ଓଡ଼ିଶା ପିସିସି ସଭାପତି ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।  ଭକ୍ତଚରଣ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ତାଙ୍କ ନାମ PCC ଅଧ୍ୟକ୍ଷ ଘୋଷଣା ପରେ ଭକ୍ର ଚରଣ ଦାସ ପ୍ରତିକ୍ରିୟା ଦେଇଛନ୍ତି । AICC ଅଧ୍ୟାକ୍ଷ ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧିଙ୍କୁ ଧନ୍ୟବାଦ୍ ଦେଇଛନ୍ତି । କଙ୍ଗ୍ରେସକୁ ଆଗକୁ ନେବୁ। ସମସ୍ତଙ୍କୁ ନେଇ ଆଗକୁ ଯିବୁ । ତରୁଣ ଓ ବରିଷ୍ଠ ସମସ୍ତଙ୍କୁ ନେଇ କାମ କରିବି । ଗାଁ ଗାଁ ବୁଲି ଭୋଟରଙ୍କ ପାଖକୁ ଯିବୁ । କଂଗ୍ରେସକୁ ଆନ୍ଦୋଳନ ଜରିଆରେ ଘରେ ଘରେ ପହଂଚାଇବୁ । ମା’ ମାନଙ୍କ ଆଶୀର୍ବାଦ ରହିଛି । ଗାନ୍ଧୀ ପରିବାର ମୋତେ ପୂର୍ବରୁ ବହୁ ଦାଇତ୍ୱ ଦେଇଛନ୍ତି । ତାହା ମୁ ନିର୍ବାହ କରି ଆସ୍ଥା ଭାଜନ ହୋଇଛି ବୋଲି କହିଛନ୍ତି PCC ସଭାପତି ଭକ୍ତ ଚରଣ ଦାସ ।

କଂଗ୍ରେସର ବରିଷ୍ଠ ନେତା ଭକ୍ତଚରଣ ଦାସ କଳାହାଣ୍ଡି ଲୋକସଭା ଆସନରୁ ୩ଥର ନିର୍ବାଚିତ ହୋଇଛନ୍ତି। ୧୯୮୯ରୁ ୧୯୯୧, ୧୯୯୬ରୁ ୧୯୯୮ ଓ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ପୂର୍ବରୁ ଭବାନୀପାଟଣା ବିଧାନସଭା ଆସନରୁ ବିଧାୟକ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ। କେନ୍ଦ୍ରରେ ରେଳମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଛନ୍ତି। ଏଆଇସିସିର ସାଧାରଣ ସଂପାଦକ ଓ ବିଭିନ୍ନ ରାଜ୍ୟର ପ୍ରଭାରୀ ଭାବେ ସେ ଦାୟିତ୍ବ ତୁଲାଇଛନ୍ତି। ୨୦୨୧ରେ ବିହାରର ପ୍ରଭାରୀ ଥିବା ସମୟରେ ଆରଜେଡି ଓ କଂଗ୍ରେସ ମଧ୍ୟରେ ମେଣ୍ଟ ହୋଇଥିଲା। ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ରାଜ୍ୟ କଂଗ୍ରେସ କମିଟିକୁ ଭାଙ୍ଗିଦେଇଥିଲେ ଏଆଇସିସି। ପ୍ରାୟ ୧୦ମାସ ପରେ ରାଜ୍ୟକୁ ନୂଆ ପିସିସି ସଭାପତି ମିଳିଛି।

Tags: bhakta dashpcc
ShareTweetShareSend
Sanchar Live

Sanchar Live

Next Post
ଆଜି ଭାରତ-ଇଂଲଣ୍ଡ ଅନ୍ତିମ ଟି-୨୦

ଆଜି ଭାରତ-ଇଂଲଣ୍ଡ ଅନ୍ତିମ ଦିନିକିଆ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.