Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଭାପୁର ବ୍ଲକ ଅଧକ୍ଷ ପଦବୀ ପାଇଁ ଆଜି ହେବ ଉପ ନିର୍ବାଚନ

Sanchar Live by Sanchar Live
August 22, 2024
in Uncategorized
0
ଭାପୁର ବ୍ଲକ ଅଧକ୍ଷ ପଦବୀ ପାଇଁ ଆଜି ହେବ ଉପ ନିର୍ବାଚନ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ନୟାଗଡ଼ ଭାପୁର ବ୍ଲକ ଅଧକ୍ଷ ପଦବୀ ପାଇଁ ଆଜି ହେବ ଉପ ନିର୍ବାଚନ।ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତିକୁ କଡାକଡ଼ି କରାଯାଇଛି । ନିର୍ବାଚନ ପାଇଁ ବ୍ଲକ କାର୍ଯ୍ୟାଳୟର ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି । ନାମାଙ୍କନ ପତ୍ର ଦାଖଲ ସମୟ 10 ରୁ 11 ଟା ରହିଥିବା ବେଳେ, ଯାଞ୍ଚ 11ଟା ରୁ 11.30 ମଧ୍ୟରେ ରହିଛି। 12 ମଧ୍ୟରେ ନାମାଙ୍କନ ପତ୍ର ପ୍ରତ୍ୟାହାର ରହିଥିବା ବେଳେ,12.30 ରୁ 2 ଟା ମଧ୍ୟରେ ମତଦାନ ସାବ୍ୟସ୍ତ ସମୟ ନିର୍ଦ୍ଧାରିତ ହୋଇଛି । ଅପରାହ୍ନ 2 ଟା ପରେ ପ୍ରାର୍ଥୀଙ୍କ ବିଜୟ ଘୋଷଣା ହେବ।  ଏ ନେଇ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ନୋଟିସ୍ ପ୍ରକାଶ ପାଇଛି। ଅଧକ୍ଷ ପଦବୀଟି ମହିଳା ବର୍ଗଙ୍କ ପାଇଁ ସଂରକ୍ଷିତ ରହିଥିବାରୁ  ନାମାଙ୍କନ ପତ୍ର ଦାଖଲ ଠାରୁ ଆରମ୍ଭ କରି ପ୍ରାର୍ଥୀ ପତ୍ର ଯାଞ୍ଚ ଏବଂ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି ।

ShareTweetShareSend
Sanchar Live

Sanchar Live

Next Post
ମମତା ମହାନ୍ତ ବିଜେପି ରାଜ୍ୟସଭା ପ୍ରାର୍ଥୀ

ଆଜି ପ୍ରାର୍ଥିପତ୍ର ଯାଞ୍ଚ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.