Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ସେନା ଅଧିକାରୀ ବାନ୍ଧବୀଙ୍କୁ ଥାନାରେ ର୍ଦୁବ୍ୟବହାର ମାମଲା: ବଦଳିଲେ ଭରତପୁର ଥାନା ଆଇଆଇସି

Sanchar Live by Sanchar Live
September 18, 2024
in ଅପରାଧ
0
ସେନା ଅଧିକାରୀ ବାନ୍ଧବୀଙ୍କୁ ଥାନାରେ ର୍ଦୁବ୍ୟବହାର ମାମଲା: ବଦଳିଲେ ଭରତପୁର ଥାନା ଆଇଆଇସି
0
SHARES
17
VIEWS
FacebookTwitter

ସଂଚାର ବ୍ୟୁରୋ: ବଦଳିଲେ ଭରତପୁର ଥାନା ଆଇଆଇସି ସମେତ ମହିଳା ASI ଓ ଜଣେ କନଷ୍ଟେବଳ। ଭରତପୁର ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଡିସିପି ହେଡକ୍ୱାର୍ଟର୍ସକୁ ବଦଳି କଲେ ପୋଲିସ କମିଶନର । ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାର ନିରପେକ୍ଷ କ୍ରାଇମବ୍ରାଞ୍ଚ୍ ତଦନ୍ତ ପାଇଁ କରାଗଲା ବଦଳି । ସେହିପରି ଭରତପୁର ଥାନାରେ କାର୍ଯ୍ୟରତ ASI ସଲିଲମୟୀ ସାହୁଙ୍କୁ ମଧ୍ୟ ଡିସିପି ହେଡ କ୍ୱାର୍ଟର୍ସକୁ କରାଯାଇଛି ବଦଳି । ତା ସହିତ କନଷ୍ଟେବଳ ବଳରାମ ହାଂସଦାଙ୍କୁ ମଧ୍ୟ କରାଯାଇଛି ବଦଳି ।

ଓଡିଶା ଅବସରପ୍ରାପ୍ତ ସେନା ସଂଘର ଅଭିଯୋଗ ଅନୁସାରେ ଶନିବାର ବିଳମ୍ବିତ ରାତି ୧୨ଟା ୩୦ରେ ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ ମେଜର ଗୁରବନ୍ତ ସିଂ ଓ ତାଙ୍କ ବାନ୍ଧବୀ । ମେଜର ଗୁରୁବନ୍ତ ଓ ତାଙ୍କ ବାନ୍ଧବୀ ଅଙ୍କିତା ପଟିଆର ଏକ ରେସ୍ତେରାଁରୁ ଆସୁଥିବା ବେଳେ ରାସ୍ତାରେ ଏକ କାରକୁ ଓଭରଟେକ କରିବାପରେ ପଛରୁ ଆସୁଥିବା ଗାଡ଼ିରୁ କିଛି ଯୁବକ ସେମାନଙ୍କୁ ଅଟକାଇ ଧକ୍କା ମାରିବା ସହ ଧମକ ଦେଇଥିଲେ । ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ ।

ଜଣେ ମହିଳା ଅଫିସର ବିନା ୟୁନିଫର୍ମରେ ତାଙ୍କ ନିକଟକୁ ଆସିଥିଲେ । ଅଭିଯୋଗ ରଖିବାକୁ ତାଙ୍କୁ କହିବାପରେ ସେ ଶୁଣିନଥିଲେ । ଏନେଇ ଉଭୟଙ୍କ ମଧ୍ଯରେ ଯୁକ୍ତିତର୍କ ହେବା ପରେ ଗୁରୁବନ୍ତଙ୍କୁ ପ୍ଯାଣ୍ଟ ସାର୍ଟ ଖୋଲି ଥାନାରେ ବସାଇଦେଇଥିଲେ ।

Tags: bhubneswariic
ShareTweetShareSend
Sanchar Live

Sanchar Live

Next Post
ଆଜିଠାରୁ ଆରମ୍ଭ ପିତୃପକ୍ଷ

ଆଜିଠାରୁ ଆରମ୍ଭ ପିତୃପକ୍ଷ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.