Tuesday, November 3, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଭିତରକନିକାରେ ଆଜିଠୁ ଆରମ୍ଭ ହୋଇଛି ବଉଳା କୁମ୍ଭୀର ଗଣନା

Sanchar Live by Sanchar Live
January 19, 2025
in ଓଡିଶା
0
0
SHARES
4
VIEWS
Facebook
Twitter

Related posts

ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କ ଶୋକ

ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କ ଶୋକ

November 3, 2026
ରାଜ୍ୟରେ ‘ମୁରାସୁ’ ବାତ୍ୟାର କୌଣସି ବଡ଼ ଧରଣର ପ୍ରଭାବ ପଡ଼ିନାହିଁ: ମୁଖ୍ୟ ଶାସନ ସଚିବ

ରାଜ୍ୟରେ ‘ମୁରାସୁ’ ବାତ୍ୟାର କୌଣସି ବଡ଼ ଧରଣର ପ୍ରଭାବ ପଡ଼ିନାହିଁ: ମୁଖ୍ୟ ଶାସନ ସଚିବ

November 3, 2026

ଭିତରକନିକାରେ ଆଜିଠୁ ଆରମ୍ଭ ହୋଇଛି ବଉଳା କୁମ୍ଭୀର ଗଣନା। ଭିତରକନିକା ସମେତ ରାଜନଗର ବନଖଣ୍ଡ ଅଧୀନ ୫ଟି ରେଞ୍ଜର ନଦୀ ନାଳରେ ଥିବା କୁମ୍ଭୀର ମାନଙ୍କୁ ଗଣନା କରାଯାଉଛି। ବନବିଭାଗ ତରଫରୁ ୨୨ଟି ଟିମ ଗଠନ କରାଯାଇଛି । ପ୍ରତି ଟିମରେ ୭ରୁ ୮ ଜଣ ଲେଖାଏଁ ବନ କର୍ମଚାରୀ ଅଛନ୍ତି। ପ୍ରାଣୀ ବୈଜ୍ଞାନିକ ମାନଙ୍କୁ ମଧ୍ୟ ଗଣନା କାର୍ଯ୍ୟରେ  ସାମିଲ କରାଯାଇଛି । ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଡ଼କ୍ଟର ସୁଧାକରଙ୍କ ନେତୃତ୍ୱରେ ଏହି ଗଣନା କାର୍ଯ୍ୟ କରାଯାଉଛି ।

Tags: Bhitarkanikacrocodile

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ୫ କୋଟି ନଦେଲେ ମାରିଦେବୁ, ତୁଷାରଙ୍କୁ ମିଳିଲା ହତ୍ୟା ଧମକ
  • ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କ ଶୋକ
  • ରାଜ୍ୟରେ ‘ମୁରାସୁ’ ବାତ୍ୟାର କୌଣସି ବଡ଼ ଧରଣର ପ୍ରଭାବ ପଡ଼ିନାହିଁ: ମୁଖ୍ୟ ଶାସନ ସଚିବ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.