Thursday, November 5, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟରେ ନିଆଁ ଲାଗି ୩ ଜଣ ମୃତ୍ୟୁ

Sanchar Live by Sanchar Live
May 6, 2026
in ଓଡିଶା
0
0
SHARES
23
VIEWS
Facebook
Twitter

ଭୁବନେଶ୍ୱର ବଡ଼ଗଡ଼ କେନାଲ ରୋଡ୍‌ରେ ଥିବା ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟରେ ନିଆଁ ଲାଗି ୩ ଜଣ ମୃତ୍ୟୁବରଣ କରିଛନ୍ତି । ଘଟଣାସ୍ଥଳରେ ଆପାର୍ଟମେଣ୍ଟର ସୁରକ୍ଷା କର୍ମୀ ଓ ମହିଳା କେୟାର ଟେକର ଜୀବନ୍ତ ଦଗ୍ଧ ହୋଇଯାଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ନାବାଳିକାର ମୃତ୍ୟୁ ହୋଇଛି । ମୃତକ ହେଲେ ବିଶ୍ବନାଥ ବେହେରା, ସୁଲଭା ବେହେରା ଓ ତେଜେଶ୍ବରୀ ବେହେରା ।

ଆଜି ଭୋର ୪ଟା ୩୦ରେ ଆପାର୍ଟମେଣ୍ଟର ତଳ ମହଲାରେ ନିଆଁ ଲାଗିଥିଲା । ଆପାର୍ଟମେଣ୍ଟର ସୁରକ୍ଷା କର୍ମୀଙ୍କ ରୁମରେ ପ୍ରଥମେ ନିଆଁ ଲାଗିବା ପରେ ଚାହୁଁ ଚାହୁଁ ଦ୍ରୁତ ଗତିରେ ନିଆଁ ବ୍ୟାପିଯାଇଥିଲା । ତୃତୀୟ ମହଲା ପର୍ଯ୍ୟନ୍ତ ବ୍ୟାପିଯାଇଥିଲା ନିଆଁ । ଅନିଶ୍ବାସୀ ହୋଇଯାଇଥିଲେ ଆପାର୍ଟମେଣ୍ଟ ବାସିନ୍ଦା । ଅଗ୍ନିକାଣ୍ଡରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ୨୭ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ନିଆଁ ଲାଗିବାର କାରଣ ଜଣା ପଡି ନଥିବା ବେଳେ ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

Related posts

ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା

ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା

November 5, 2026
ଦୀପାବଳି ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ

ଦୀପାବଳି ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ

November 5, 2026
Tags: bhubaneswarfire

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା
  • ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର
  • ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.