Thursday, June 5, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ବରରେ ଭୁଶୁଡ଼ିଲା କୋଠା, ଜଣେ ମୃତ

Sanchar Live by Sanchar Live
June 3, 2025
in ଓଡିଶା
0
ଭୁବନେଶ୍ବରରେ ଭୁଶୁଡ଼ିଲା କୋଠା, ଜଣେ ମୃତ
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ବର ପୋଖରୀପୁଟ ଲିଙ୍ଗରାଜ ବିହାର ଅଞ୍ଚଳରେ ଏକ ପୂରୁଣା କୋଠା ଭଙ୍ଗା ହେଉଥିବା ବେଳେ ଭୁଶୁଡି ପଡିଛି । ଏହି ଅଘଟଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତ୍ତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି । ଲିଙ୍ଗରାଜ ବିହାର ଅଞ୍ଚଳର ଏହି କୋଠାକୁ ସମ୍ପୁର୍ଣ୍ଣ ଭାଙ୍ଗିବାକୁ ଘର ମାଲିକ ଜଣେ ଠିକାଦାରଙ୍କୁ ଦାୟିତ୍ବ ଦେଇଥିଲେ । ଗତ ସାତ ଆଠ ଦିନ ହେଲା ଭଙ୍ଗା କାର୍ଯ୍ୟ ଜାରି ରହିଥିଲା । ଆଜି ସନ୍ଧ୍ୟାରେ ମଧ୍ୟ ବର୍ଷା ସମୟରେ ଶ୍ରମିକମାନେ କାମ କରୁଥିବା ଦେଖି କିଛି ସ୍ଥାନୀୟ ଲୋକ ବାରଣ କରିଥିଲେ । କିନ୍ତୁ କାମ ବନ୍ଦ ହୋଇନଥିଲା । ଏକ କଙ୍କ୍ରିଟ ଛାତ ଭଙ୍ଗାଯାଉଥିବା ତାହା ଭୁଶୁଡି ପଡିଥିଲା । ଏଥିରେ ବିମ ତଳେ ଚାପି ହୋଇ ଜଣେ ଶ୍ରମିକ ମୃତ୍ୟୁବରଣ କରିଥିବା ଜଣାପଡିଛି । ସ୍ଥାନୀୟ ଲୋକ ୨ଜଣଙ୍କୁ ଉଦ୍ଧାର କରିଥିଲେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ । ଏବେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । କଙ୍କ୍ରିଟ୍ ତଳେଆଉ କେହି ଶ୍ରମିକ ଚାପି ହୋଇଥିବା ସନ୍ଦେହରେ ଠାବ କରିବା ପାଇଁ ସନ୍ଧାନୀ କୁକୁରର ସହାୟତା ନିଆଯାଇଥିଲା । ପୋଲିସ କମିଶନ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ବଲ୍ଡିଂ କାମ ବେଳେ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା କି ନାହିଁ ତାର ତଦନ୍ତ ହେବ ବୋଲି କହିଛନ୍ତି ପୋଲିସ କମିଶନର ।….

ShareTweetShareSend
Sanchar Live

Sanchar Live

Next Post
କରାଚୀ ଅନ୍ତର୍ଗତ ମାଲିର ଜେଲରୁ ୨୧୬ କଏଦୀ ଫେରାର

କରାଚୀ ଅନ୍ତର୍ଗତ ମାଲିର ଜେଲରୁ ୨୧୬ କଏଦୀ ଫେରାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଦଳାଚକଟା ମାମଲାରେ RCB ବିରୋଧରେ FIR ରୁଜୁ
  • ବାରୁଦ ସିଜ୍ କଲା କଳାହାଣ୍ଡି ପୋଲିସ
  • ଶିକ୍ଷକଙ୍କ ବଦଳି ସୁପାରିସ୍ ପାଇଁ ଦିଆଯାଇଥିବା କ୍ଷମତା ପ୍ରତ୍ୟାହାର କରିବାକୁ ବିଧାୟକଙ୍କ ଦାବି
  • ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ସରକାର
  • ଆଜି ଟିମ୍ ଇଣ୍ଡିଆର ନୂଆ ଟେଷ୍ଟ ଅଧିନାୟକ କରିବେ ପ୍ରେସ କନଫରେନ୍ସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.