Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନୀଳାଦ୍ରି ବିହାର ପରେ ଏବେ ଖଣ୍ଡଗିରି ଅଞ୍ଚଳରେ ଝାଡ଼ାବାନ୍ତି ଆତଙ୍କ

Sanchar Live by Sanchar Live
April 21, 2025
in ଓଡିଶା
0
ନୀଳାଦ୍ରି ବିହାର ପରେ ଏବେ ଖଣ୍ଡଗିରି ଅଞ୍ଚଳରେ ଝାଡ଼ାବାନ୍ତି ଆତଙ୍କ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ନୀଳାଦ୍ରି ବିହାର ପରେ ଏବେ ଖଣ୍ଡଗିରି ଅଞ୍ଚଳରେ ଝାଡ଼ାବାନ୍ତି ଆତଙ୍କ । ଖଣ୍ଡଗିରି ଠାରେ ଥିବା ଏକ ଘରୋଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ୬ଜଣ ଛାତ୍ରୀ ଆଜି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ହଷ୍ଟେଲରେ ରହୁଥିବା ଛାତ୍ରୀମାନେ ସକାଳୁ ଅସୁସ୍ଥ ହୋଇପଡ଼ିଥିଲେ । ବିଦ୍ୟାଳୟ କର୍ତ୍ତୃପକ୍ଷ ହଷ୍ଟେଲରେ ଅସୁସ୍ଥ ଛାତ୍ରୀମାନ ମାନଙ୍କୁ ଔଷଧ ଦେଇଥିଲେ । ମାତ୍ର ସେମାନଙ୍କ ମଧ୍ୟରୁ ୩ ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ତୁରନ୍ତ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ପରେ ଆଉ ୩ଜଣ ଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସନ୍ଧ୍ୟା ସୁଦ୍ଧା ସମସ୍ତ ଛାତ୍ରୀ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଥିବା ସୂଚନା ମିଳିଛି । ଆସନ୍ତାକାଲି ଏକ ଡାକ୍ତରୀ ଟିମ୍ ସମ୍ପୃକ୍ତ ବିଦ୍ୟାଳୟ ହଷ୍ଟେଲ୍‌କୁ ଯିବା ସହ ସେଠାକାର ଛାତ୍ରୀମାନଙ୍କ ଖାଦ୍ୟ ଓ ଜଳ ନମୁନା ସଂଗ୍ରହ କରି ପରୀକ୍ଷା କରିବେ ବୋଲି ଜଣାପଡ଼ିଛି ।

Tags: bhubaneswardieriakhandagiri
ShareTweetShareSend
Sanchar Live

Sanchar Live

Next Post
ଦୁଇ ବାଇକ ଧକ୍କା ପରେ ମାଡ଼ିଗଲା ଟ୍ରକ : ୩ ମୃତ

ଦୁଇ ବାଇକ ଧକ୍କା ପରେ ମାଡ଼ିଗଲା ଟ୍ରକ : ୩ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.