Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ରାଜଧାନୀରେ ପୁଣି ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ

Sanchar Live by Sanchar Live
July 21, 2026
in ଅପରାଧ
0
ରାଜଧାନୀରେ ପୁଣି ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ
0
SHARES
18
VIEWS
FacebookTwitter

ରାଜଧାନୀରେ ପୁଣି ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ । କନ୍ଧମାଳରୁ ଝାଡ଼ଖଣ୍ଡ ଚାଲାଣ ବେଳେ STF ଟିମ୍ ଏକ ବୋଲେରୋ ଗାଡିକୁ କାବୁ କରି ସେଥିରୁ ୨ କ୍ୟୁଣ୍ଟାଲ ୬୩ କେଜି ପରିମାଣର ଗଞ୍ଜେଇ ଜବତ କରିଛି । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି ୩୨ ଲକ୍ଷ ଟଙ୍କା ହେବ । ଘଟଣାରେ ୨ ନିଶା ମାଫିଆଙ୍କୁ ଗିରଫ କରିବା ସହ ବୋଲେରୋ ଜବତ କରାଯାଇଛି । ଗିରଫ ଅଭିଯୁକ୍ତ ହେଲେ ନରମସିଂ ଦିଗଲ ଓ ମୃତ୍ୟୁଞ୍ଜୟ ଦିଗଲ । ବଡ଼ଗଡ଼ ଥାନା ବାଙ୍କୁଆଳ ବାଲିଯାତ୍ରା ପଡ଼ିଆ ନିକଟରୁ ଏହି ଗଞ୍ଜେଇ ଜବତ ହୋଇଛି ।

ପୋଲିସ ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଏକ ବୋଲେରୋ ଗାଡିକୁ ଜବତ କରିଛି । ଏନେଇ STF ପକ୍ଷରୁ NDPS ଆକ୍ଟର ବିଭିନ୍ନ ସେକ୍ସନରେ ଏକ ମାମଲା ରୁଜୁ କରାଯାଇଛି । ଗିରଫ ଅଭିଯୁକ୍ତଦ୍ୱୟଙ୍କୁ ଗତକାଲି କୋର୍ଟଚାଲାଣ କରାଯାଇଥିଲା । ଜାମିନ ନାମଞ୍ଜୁର ହେବାରୁ ଉଭୟ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ବିପୁଳ ପରିମାଣର ଗଞ୍ଜେଇକୁ ଝାଡ଼ଖଣ୍ଡ ଚଳାଣ କରଯାଉଥିଲା ବୋଲି STF ପକ୍ଷରୁ ସୂଚନା ଦିଆଯାଇଛି । ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ STF ପ୍ରୟାସ ଚଳାଇଛି ।

Tags: bhubaneswarcrimeganja sized
ShareTweetShareSend
Sanchar Live

Sanchar Live

Next Post
ସିକ୍କିମରେ ବଡ଼ ଦୁର୍ଘଟଣା: ଟନେଲ ଭିତରେ ୭ ଜଣଙ୍କ ମୃତ୍ୟୁ

ସିକ୍କିମରେ ବଡ଼ ଦୁର୍ଘଟଣା: ଟନେଲ ଭିତରେ ୭ ଜଣଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.