Monday, December 1, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ରାଜଧାନୀରେ ବିଦ୍ୟାଳୟଗୁଡ଼ିକ ଅପରାହ୍ଣ ୧ଟା ଯାଏ ପାଠ ପଢା

Sanchar Live by Sanchar Live
November 29, 2024
in ଓଡିଶା
0
ଆଜି ରାଜଧାନୀରେ ବିଦ୍ୟାଳୟଗୁଡ଼ିକ ଅପରାହ୍ଣ ୧ଟା ଯାଏ ପାଠ ପଢା
0
SHARES
6
VIEWS
FacebookTwitter

ଭୁବନେଶ୍ବର: ଆଜି ରାଜଧାନୀରେ ବିଦ୍ୟାଳୟଗୁଡ଼ିକ ଅପରାହ୍ଣ ୧ଟା ଯାଏ ଚାିଲିବ। ଏନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଠିକ୍ ସେହିପରି ଆଜିଠାରୁ ଡିସେମ୍ବର ୧ ତାରିଖ ଯାଏ ମୋ ବସ୍ ଚଳାଚଳରେ ବି କଟକଣା ଲଗାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ଭୁବନେଶ୍ବର ଗସ୍ତକୁ ଆଖି ଆଗରେ ରଖି ଏଭଳି ପଦକ୍ଷେପ ନିଆଯାଇଛି।

୫୯ତମ ଡିଜି-ଆଇଜିପି ସମ୍ମିଳନୀ ପାଇଁ ଆଜିଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଆସନ୍ତାକାଲି ୪ଟା ୧୫ରେ ଏକ ସ୍ବତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦିନ ୧ଟା ୧୫ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ଲୋକସେବା ଭବନ କନ୍ଭେନସନ୍ ହଲକୁ ଯିବେ।

ସୂଚନାଯୋଗ୍ୟ, ୫୯ତମ ଡିଜି-ଆଇଜିପି ସମ୍ମିଳନୀ ପାଇଁ ଆଜିଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଆସନ୍ତାକାଲି ୪ଟା ୧୫ରେ ଏକ ସ୍ବତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ବିମାନବନ୍ଦର ବାହାରେ ଏକ ସଭାରେ ଯୋଗ ଦେବେ। ପରବର୍ତ୍ତୀ ସମୟରେ ସିଧାସଳଖ ରାଜଭବନକୁ ଯିବେ। ରାଜଭବନରେ ପ୍ରାୟ ୧ଘଣ୍ଟା ରହିବା ପରେ ବିଜେପି ଦଳୀୟ କାର୍ଯ୍ୟାଳୟରେ ପହଞ୍ଚିବେ। ସେଠାରେ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ। ବୈଠକ ସରିବା ପରେ କଡ଼ା ସୁରକ୍ଷା ଭିତରେ ପୁନର୍ବାର ରାଜଭବନକୁ ଫେରିଯିବେ। ରାଜଭବନରେ ପ୍ରଧାନମନ୍ତ୍ରୀଙ୍କ ରହଣି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Tags: bhubaneswarhalf day school
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ରାଜଧାନୀରେ ଡିଜିପି ସମ୍ମିଳନୀ, ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି

ଆଜିଠୁ ରାଜଧାନୀରେ ଡିଜିପି ସମ୍ମିଳନୀ, ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବିଶ୍ୱ ଦିବସ୍ ଦିବସ
  • ଘରୁ ଗାଡ଼ି ବାହାର କରିବା ପୂର୍ବରୁ ଜାଣି ରଖନ୍ତୁ ପେଟ୍ରୋଲ-ଡିଜେଲ ଦାମ..
  • ନୟାଗଡ଼ରେ ସେକ୍ସ ରାକେଟ ଠାବ
  • ଆଜି ପୁଣି କମ୍ପିବ ବିଧାନସଭା
  • ଆଜିଠୁ ଆରମ୍ଭ ହେବ ସଂସଦର ଶୀତ ଅଧିବେଶନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.