Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଭୁବନେଶ୍ୱରରେ ଚଳିତବର୍ଷର ସର୍ବାଧିକ ତାପମାତ୍ରା ରେକର୍ଡ

Sanchar Live by Sanchar Live
May 11, 2025
in ଓଡିଶା
0
ଆଜି ଭୁବନେଶ୍ୱରରେ ଚଳିତବର୍ଷର ସର୍ବାଧିକ ତାପମାତ୍ରା ରେକର୍ଡ
0
SHARES
28
VIEWS
FacebookTwitter

ରାଜ୍ୟରେ ପୁଣି ଆରମ୍ଭ ହୋଇଯାଇଛି ଗ୍ରୀଷ୍ମ ପ୍ରବାହ। କିଛି ଦିନ ହେବ କାଳବୈଶାଖୀ ବର୍ଷାରେ ସାମାନ୍ୟ ଆଶ୍ବସ୍ତି ଅନୁଭବ ପରେ ପୁଣି ତାତିରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଆଜି ରାଜ୍ୟର ଅନେକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଟପିଛି । ଆଜି ରାଜ୍ୟରେ ରେକର୍ଡ ତାପମାତ୍ରା ଅନୁଭୂତ ହେବା ସହ ଦିନ ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରି ତାପମାତ୍ରା ସହ ସମ୍ବଲପୁର ପାଲଟିଛି ରାଜ୍ୟର ଉତପ୍ତ ସହର । ଏହାପରେ ରାଜଧାନୀ ଭୁବନେଶ୍ବର ଦ୍ବିତୀୟ ଉତ୍ତପ୍ତ ସହର ପାଲଟିଛି । ଆଜି ଭୁବନେଶ୍ବରରେ ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରର ଆଜିର ତାପମାତ୍ରା ଚଳିତବର୍ଷର ସର୍ବାଧିକ ତାପମାତ୍ରା ବୋଲି ରେକର୍ଡ ହୋଇଛି  । ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୦.୪ ଛୁଇଁଛି । ଗତକାଲି ଭୁବନେଶ୍ବର ତାପମାତ୍ରା ୪୦.୨ ପର୍ଯ୍ୟନ୍ତ ଯାଇଥିଲା । ସେହିପରି ହୀରାକୁଦରେ ୪୦.୪, ରାଉଲକଲାରେ ୪୦, ଚାନ୍ଦବାଲି ୩୯.୨, ବାଲେଶ୍ବରରେ ୩୮.୨ ଏବଂ ଝାରସୁଗୁଡାରେ ଦିନ ୨.୩୦ ସୁଦ୍ଧା ୩୭.୬ ଡିଗ୍ରୀ ରେକର୍ଡ ହୋଇଛି

ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ପଶ୍ଚିମ ଓଡ଼ିଶା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଛି। ଆସନ୍ତା ୧୫ ତାରିଖ ଯାଏଁ ପ୍ରଚଣ୍ଡ ତାତିରୁ ମିଳିବନି  ନିସ୍ତାର । ତେବେ ଏହା ମଧ୍ୟରେ ଭଲ ଖବର ରହିଛି ଯେ ମେ ୨୭ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳ ଛୁଇଁବ ବୋଲି ଆଇଏମଡି ଆକଳନ କରିଛି ।

Tags: bhubaneswarheatwaveweatherreport
ShareTweetShareSend
Sanchar Live

Sanchar Live

Next Post
ଅସ୍ତ୍ରବିରତି ନେଇ ୱବେସୀଙ୍କ ପ୍ରଶ୍ନ

ଅସ୍ତ୍ରବିରତି ନେଇ ୱବେସୀଙ୍କ ପ୍ରଶ୍ନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.