Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ହୋଲି ପାଇଁ ଜାରି ହେଲା ପୋଲିସର ନୂଆ ଗାଇଡଲାଇନ

Sanchar Live by Sanchar Live
March 12, 2025
in ଓଡିଶା
0
ହୋଲି ପାଇଁ ଜାରି ହେଲା ପୋଲିସର ନୂଆ ଗାଇଡଲାଇନ
0
SHARES
18
VIEWS
FacebookTwitter

ହୋଲି ପୂର୍ବରୁ ଆକ୍ସନ ମୋଡରେ ନୂଆ ଡିସିପି । ହୋଲି ପାଇଁ ଜାରି ହେଲା ପୋଲିସର ନୂଆ ଗାଇଡଲାଇନ । ହୋଲି ଦିନ ସହରରେ ୨୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ପ୍ରତ୍ୟେକ ଛକରେ ମୁତୟନ ହେବେ ପୋଲିସ ଟିମ । ହୋଲି ପୂର୍ବରୁ ରାଜଧାନୀ ଉପକଣ୍ଠ ବିଭିନ୍ନ ଗ୍ରାମରେ ଦୋଳମେଳନ ଥିବାରୁ ଆଲର୍ଟ ରହିବାକୁ ସମସ୍ତ ଥାନାଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ଡିସିପି । ଏହାସହ ଡ୍ରଙ୍କ ଆଣ୍ଡ ଡ୍ରାଇଭ ଉପରେ ରହିବ କଡା ନଜର । ସେପଟେ ନକଲି ମଦ କାରବାର ରୋକିବ ସ୍ପେଶାଲ ଡ୍ରାଇଭ । ନିଶା ବିକ୍ରିର ପ୍ରମାଣ ମିଳିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ଜଗମୋହନ ମିନା । ହୋଲି ଦିନ ପାଣିରେ ବୁଡି ଦୁର୍ଘଟଣା ଘଟିବାର ଆଶଙ୍କା ଥିବାରୁ ଓଡ୍ରାଫ ଓ ଅଗ୍ନିଶମ ଟିମ ସହ ଆଲର୍ଟ ରହିବ କମିଶନରେଟ ପୋଲିସ । ହିଂସାତ୍ମକ ବାର୍ତ୍ତା ସୋସିଆଲ ମିଡିଆରେ ନଦେବାକୁ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱର ଡିସିପି ।.

Tags: bhubaneswarholi
ShareTweetShareSend
Sanchar Live

Sanchar Live

Next Post
ସାଲେପୁର ବ୍ଲକରେ ପାଗଳ ମାଙ୍କଡ଼ ଆତଙ୍କ

ସାଲେପୁର ବ୍ଲକରେ ପାଗଳ ମାଙ୍କଡ଼ ଆତଙ୍କ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.