Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ : ତଦନ୍ତ ପାଇଁ ଆସିଥିବା ପିସିଆର କର୍ମଚାରୀଙ୍କୁ ଛୁରାମାଡ଼

Sanchar Live by Sanchar Live
October 4, 2024
in ଅପରାଧ
0
ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ : ତଦନ୍ତ ପାଇଁ ଆସିଥିବା ପିସିଆର କର୍ମଚାରୀଙ୍କୁ ଛୁରାମାଡ଼
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଗାଡି ହର୍ଣ୍ଣ ମାରିବାକୁ ନେଇ ଗଣ୍ଡଗୋଳରୁ ଛୁରାମାଡ଼। ତଦନ୍ତ ପାଇଁ ଆସିଥିବା ପିସିଆର କର୍ମଚାରୀଙ୍କୁ ମଧ୍ୟ ଅତର୍କିତ ଛୁରାମାଡ଼ ହୋଇଛି। ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣି ସ୍ଥିତ ଶ୍ରୀରାମନଗରରେ ଏହି ଘଟଣା ଘଟିଛି।

ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ଶ୍ରୀରାମନଗରଠାରେ ୪ ଯୁବକ ବସିଥିଲେ। ଏତିକିବେଳେ ଏକ ବାଇକରେ ଦୁଇ ଯୁବକ ଆସି ହର୍ଣ୍ଣ ମାରିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଦୁଇ ପକ୍ଷ ଭିତରେ ପାଟିତୁଣ୍ଡ ପରେ ଛୁରାମଡ଼ ହୋଇଥିଲା। ଖବର ପାଇ ପୋଲିସ କାବୁ କରିବା ପାଇଁ ଆସିଥିବା ବେଳେ ଜଣେ କନଷ୍ଟେବଳଙ୍କୁ ବି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଉଭୟ ଆହତଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରୁ ଚିକିତ୍ସିତ ହୋଇ ସେମାନେ ଘରକୁ ଫେରିଥିବା ଜଣାଯାଇଛି। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ଯୁବକ ଜଣଙ୍କ ନିଜ ସ୍ତ୍ରୀଙ୍କ ସହ ଗଣ୍ଡଗୋଳ କରି ରାଗରେ ନିଶାଶକ୍ତ ଅବସ୍ଥାରେ ଥିବା ବେଳେ ଏପରି କାଣ୍ଡ ଭିଆଇଥିବା ମଞ୍ଚେଶ୍ୱର ଥାନାଧିକାରୀ କହିଛନ୍ତି।

ଖବର ପାଇ ତୁରନ୍ତ ପିସିଆର ଭ୍ୟାନ୍‌ ଶ୍ରୀରାମନଗରରେ ପହଞ୍ଚିଥିଲା। ପୋଲିସ ଅଭିଯୁକ୍ତଙ୍କୁ କାବୁ କରିବାକୁ ଉଦ୍ୟମ କରୁଥିବା ବେଳେ ଉଭୟ ପକ୍ଷ ମଧ୍ୟରେ ହାତାହାତି ହୋଇଥିଲା। ଏପରିକି ହିତାହିତ ଜ୍ଞାନ ଭୁଲି ବସିଥିବା ଯୁବକଜଣକ ଜଣେ ପୋଲିସ କନଷ୍ଟେବଳଙ୍କୁ ମଧ୍ୟ ଛୁରା ମାଡ଼ କରିବାକୁ ପଛାଇ ନ ଥିଲେ ।

Tags: bhubaneswarcrimeknife attack
ShareTweetShareSend
Sanchar Live

Sanchar Live

Next Post
ପୋଲିସକୁ ମରଣାନ୍ତକ ଆକ୍ରମଣ : ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ଛିଡିଲା କନଷ୍ଟେବଲଙ୍କ ପାପୁଲି

ପୋଲିସକୁ ମରଣାନ୍ତକ ଆକ୍ରମଣ : ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ଛିଡିଲା କନଷ୍ଟେବଲଙ୍କ ପାପୁଲି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.