Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜଧାନୀରେ ଆରମ୍ଭ ହେଲା ପଥୋତ୍ସବ

Sanchar Live by Sanchar Live
January 5, 2025
in ଓଡିଶା
0
ରାଜଧାନୀରେ ଆରମ୍ଭ ହେଲା ପଥୋତ୍ସବ

Oplus_131072

0
SHARES
4
VIEWS
FacebookTwitter

ଭୁବନେଶ୍ୱର: ଶୀତୁଆ ସକାଲରେ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି ପଥୋତ୍ସବ । ମାଷ୍ଟର କ୍ୟାଣ୍ଟିନରୁ ରାମ ମନ୍ଦିର ଯାଏ ଜମିଛି ନୃତ୍ୟଗୀତର ଆସର । ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ଆରମ୍ଭ ହୋଇଛି ପଥୋତ୍ସବ । ପଥୋତ୍ସବରେ ଜମିଛି ସଙ୍ଗୀତ, ନୃତ୍ୟ, ଯୋଗ ଭଳି ସାସ୍କୃତିକ କାର୍ଯ୍ୟକ୍ରମ ।

ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ୍ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋରେ ମସଗୁଲ ହୋଇଛନ୍ତି ରାଜଧାନୀର ପିଲାଠୁ ବୟସ୍କ । ଆସନ୍ତା ୮ତାରିଖରୁ ଭୁବନେଶ୍ବରରେ ୧୮ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏହା ପୂର୍ବରୁ ବିଭିନ୍ନ ସିଟି ଆକ୍ଟିଭେସନ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହେଉଛି ।

Tags: bhubaneswarpathoustav
ShareTweetShareSend
Sanchar Live

Sanchar Live

Next Post
ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ମାଓବାଦୀ ନିହତ

ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ମାଓବାଦୀ ନିହତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.