Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

କଲରାପତରିଆ ବାଘ ଛାଲ ଜବତ

Sanchar Live by Sanchar Live
September 1, 2024
in ଅପରାଧ
0
କଲରାପତରିଆ ବାଘ ଛାଲ ଜବତ
0
SHARES
2
VIEWS
FacebookTwitter

ସଂଚାର ବ୍ୟୁରୋ: ବୌଦ୍ଧରେ ଶିକାର ରାଜଧାନୀରେ ଡିଲ୍। ଡିଲ ବେଳେ ମାଡ଼ି ବସିଲା ବନ ବିଭାଗ । ରାଜଧାନୀ ଉପକଣ୍ଠରୁ କଲରାପତରିଆ ବାଘ ଛାଲ ଜବତ ହୋଇଛି । ତମଣ୍ଡୋ କାଶିପୁର ମୌଜା ବଳିଆପଡା ଗାଁ ଖେଳ ପଡିଆ ନିକଟରୁ ବାଘ ଛାଲ ଜବତ ହୋଇଛି। ଘଟଣାରେ ୭ ଜଣ ଶିକାରୀଙ୍କୁ ଗିରଫ କରିଛି ନଗର ବନଖଣ୍ଡ। ଏଥିରେ ସାମିଲ ଅଛନ୍ତି ଜଣେ ଓଆଇଏସଏଫ ଯବାନ । ରାଜଧାନୀ ସାଜିଛି ଶିକାରୀଙ୍କ ଡିଲ ସ୍ଥଳ। ୨୮ ତାରିଖ ରେ ବନ ବିଭାଗର ଜଣେ କର୍ମଚାରୀ ସାଜିଥିଲେ ନକଲି ଗ୍ରାହକ । ୧୦ ଲକ୍ଷ ଟଙ୍କାରେ ହେଉଥିଲା ଡ଼ିଲ। ଗ୍ରାହକ ହୋଇ ଯାଇଥିଲେ ଶିକାରୀଙ୍କୁ ଧରିଥିଲା ବନ ବିଭାଗ। ୭ ଜଣ ଶିକାରୀଙ୍କ ସମେତ ୫ଟି ମୋବାଇଲ, ବାଘ ନିଶ, ବାଘ ଦାନ୍ତ ଓ ବାଘ ନଖ ଜବତ ହୋଇଛି।

Tags: bhubaneswarboudhacrimeTiger skin
ShareTweetShareSend
Sanchar Live

Sanchar Live

Next Post
ଦିନ ଦ୍ଵିପ୍ରହରରେ ଯୁବକଙ୍କୁ ହାଣିଦେଲେ..

ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ଯା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.