Monday, March 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ବିହାର ନିର୍ବାଚନ : ଆଗରେ ରହିଛି NDA

Sanchar Live by Sanchar Live
November 14, 2025
in ରାଜନୀତି
0
ବିହାର ନିର୍ବାଚନ : ଆଗରେ ରହିଛି NDA
0
SHARES
29
VIEWS
FacebookTwitter

ବିହାରରେ ଭୋଟ ଗଣତି ଆରମ୍ଭ । ଦୁଇ ପର୍ଯ୍ୟାୟ ବିହାର ବିଧାନସଭା ନିର୍ବାଚନର ଫଳାଫଳ ଆଜି ଶୁକ୍ରବାର (ନଭେମ୍ବର ୧୪) ଘୋଷଣା କରାଯିବ । ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ବାଲଟ ଗଣିତ କରାଯାଉଛି । ୩୮ଟି ଜିଲ୍ଲାର ୪୬ କେନ୍ଦ୍ରରେ ହେବ ଭୋଟ୍ ଗଣତି । ଏଥିସହ ୪୬ଟି କାଉଣ୍ଟିଂ ସେଣ୍ଟରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି । ବିହାର ବିଧାନସଭାରେ ୨୪୩ଟି ଆସନ ଅଛି ଏବଂ ବହୁମତ ସଂଖ୍ୟା ୧୨୨।

ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନେତୃତ୍ୱରେ ଏନଡିଏ ବିହାରରେ କ୍ଷମତା ବଜାୟ ରଖିବ ବୋଲି ଆଶା କରାଯାଉଛି । ଭୋଟ ପରେ ପ୍ରକାଶିତ ଏକଜିଟ ପୋଲରେ ଏନଡିଏକୁ ବହୁମତ ମିଳିବ ବୋଲି କୁହାଯାଇଛି । ନୀତିଶ କୁମାରଙ୍କ ଶାସନ ଏବଂ ତାଙ୍କ ପଦକ୍ଷେପ ଏହି ବିହାର ନିର୍ବାଚନରେ ପ୍ରମୁଖ ପ୍ରସଙ୍ଗ ଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତିଛବି ଏବଂ ପ୍ରଚାର ମଧ୍ୟ ଏନଡିଏର ରଣନୀତିରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ଅନ୍ୟପକ୍ଷରେ ଆରଜେଡି ନେତା ତଥା ମହାଗଠବନ୍ଧନର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ବୀ ବି ବହୁମତ ମିଳିବା ନେଇ ଦାବି କରୁଛନ୍ତି ।

 

RJD ପ୍ରାର୍ଥୀ ତେଜସ୍ୱୀ ଯାଦବ ଆଗୁଆ
ବିହାରରେ ପ୍ରାରମ୍ଭିକ ଗଣତିରେ NDA ଆଗରେ
ରାଘୋପୁରରେ RJD ପ୍ରାର୍ଥୀ ତେଜସ୍ୱୀ ଯାଦବ ଆଗରେ

Tags: BiharpoliticsNda
ShareTweetShareSend
Sanchar Live

Sanchar Live

Next Post
ସରିଲା ଐତିହାସିକ କଟକ ବାଲିଯାତ୍ରା

ସରିଲା ଐତିହାସିକ କଟକ ବାଲିଯାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା
  • ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ
  • ଆଜି ଏହି ରାଶିକୁ ମିଳିବ ଖୁସି ଖବର
  • ଏହି କାରଣରୁ ବିଜେଡ଼ରୁ ବିଦାହେଲେ ପ୍ରଭାତ ବିଶ୍ୱାଳ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.