Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୀତବାସ ପଣ୍ଡାଙ୍କୁ ହତ୍ୟା ମାମଲା : ବିଜେଡିର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଉଠାଇ ଆଣିଲା ପୋଲିସ

Sanchar Live by Sanchar Live
October 22, 2025
in ଓଡିଶା
0
ପୀତବାସ ପଣ୍ଡାଙ୍କୁ ହତ୍ୟା ମାମଲା : ବିଜେଡିର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଉଠାଇ ଆଣିଲା ପୋଲିସ
0
SHARES
102
VIEWS
FacebookTwitter

ସଂଚାର ବ୍ୟୁରୋ: ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ଼ ଅପଡେଟ୍ । ପୂର୍ବତନ ବିଧାୟକ ତଥା ଜିଲ୍ଲା ବିଜେଡି ସଭାପତିଙ୍କୁ ଉଠାଇ ନେଲା ବ୍ରହ୍ମପୁର ପୋଲିସ । ବିଳମ୍ବିତ ରାତିରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ପୋଲିସ ଉଠାଇ ନେଇଳିଛି । ବ୍ରହ୍ମପୁର ଏସ୍‌ପିଙ୍କ ନେତୃତ୍ଵରେ ବିକ୍ରମ ପଣ୍ଡାଙ୍କୁ ତାଙ୍କ ବାସଭବନରୁ ପୋଲିସ ଟିମ୍ ଉଠାଇ ନେଇଥିବା ସୂଚନା ମିଳିଛି ।

ପୋଲିସ ବିକ୍ରମଙ୍କୁ ଉଠାଇ ନେବା ପରେ ବୈଦ୍ୟନାଥପୁର ଥାନାରେ ତାଙ୍କ ସମର୍ଥକଙ୍କ ଭିଡ଼ ଦେଖିବାକୁ ମିଳିଛି । ପୂର୍ବରୁ ପୂର୍ବତନ ମେୟର ଶିବ ଶଙ୍କର ଦାସଙ୍କୁ ଉଠାଇ ନେଇଥିଲା ପୋଲିସ । ଶିବ ଶଙ୍କରଙ୍କ ନାଁରେ ପୂର୍ବରୁ ଏକାଧିକ ମାମଲା ମଧ୍ୟ ରହିଛି । ବିଜେଡି କର୍ପୋରେଟର ମଳୟ ବିଷୋୟୀଙ୍କୁ ଉଠାଇ ନେଇ ପୋଲିସ ପଚରାଉଚରା କରିଥିଲା । ବିଜେଡି ନେତା ମଦନ ଦଳାଇକୁ ମଧ୍ୟ ଉଠାଇ ନେଇଛି ବ୍ରହ୍ମପୁର ପୋଲିସ ।

ଏବେ ପୋଲିସ କବ୍‌ଜାରେ ଜଣେ ଛାତ୍ର ନେତା ଓ ସାର୍ପ ସୁଟର ଥାନାରେ ଅଟକ ଥିବା ସୂଚନା ମିଳିଛି । ରେକି କରିଥିବା ଦୁର୍ବୃତ୍ତଙ୍କୁ ମଧ୍ୟ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି । ବିଜେଡିର ଏକାଧିକ ନେତାଙ୍କୁ ପୋଲିସ ଉଠାଇ ନେଇ ପଚରାଉଚରା କରିବା ପରେ ରାଜନୈତିକ ଶତ୍ରୁତାରୁ ଏହି ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ ଦୃଢ଼ ହୋଇଛି । ହେଲେ ପୋଲିସ ଏନେଇ କୌଣସି ସ୍ପଷ୍ଟ ସୂଚନା ଦେଇନାହିଁ ।

Tags: berhumpurbikram panda
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀରେ ଝାଡ଼ଖଣ୍ଡ ନାବାଳିକା ଦୁଷ୍କର୍ମ ଘଟଣାରେ ନୂଆମୋଡ଼ : ଦୁଷ୍କର୍ମ ପୀଡିତା HIV ପଜିଟିଭ

ରାଜଧାନୀରେ ଝାଡ଼ଖଣ୍ଡ ନାବାଳିକା ଦୁଷ୍କର୍ମ ଘଟଣାରେ ନୂଆମୋଡ଼ : ଦୁଷ୍କର୍ମ ପୀଡିତା HIV ପଜିଟିଭ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.