Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ବରରୁ-କୋଲକାତା ଯାଉଥିବା ବିମାନରେ ମାଡ଼ ହେଲା ପକ୍ଷୀ, ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୧୮୦ ଯାତ୍ରୀ

Sanchar Live by Sanchar Live
June 19, 2025
in ଓଡିଶା
0
ଭୁବନେଶ୍ବରରୁ-କୋଲକାତା ଯାଉଥିବା ବିମାନରେ ମାଡ଼ ହେଲା ପକ୍ଷୀ, ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୧୮୦ ଯାତ୍ରୀ
0
SHARES
59
VIEWS
FacebookTwitter

ସଂଚାର ବ୍ୟୁରୋ: ପକ୍ଷୀ ମାଡ଼ର ଶିକାର ହେଲା ଇଣ୍ଡିଗୋ ବିମାନ, ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ୧୮୦ ଯାତ୍ରୀଙ୍କ ଜୀବନ । ବୁଧବାର ଅପରାହ୍ନରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ କୋଲକାତା ଯାଉଥିବା ଇଣ୍ଡିଗୋ ବିମାନରେ ପକ୍ଷୀ ମାଡ଼ ହୋଇଥିଲା । ପରେ ଗନ୍ତବ୍ୟସ୍ଥଳକୁ ନଯାଇ ଏହା ପୁଣିଥରେ ବିମାନ ବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା । ଇଣ୍ଡିଗୋ ବିମାନ ୬ଇ-୬୭୧୭ ରନୱେରେ ଉଡ଼ାଣ ଆରମ୍ଭ କରୁକରୁ ଏକ ବଡ଼ ପକ୍ଷୀ ସମ୍ମୁଖ ଭାଗରେ ପିଟି ହୋଇଥିଲା । ବିମାନ କକ୍‌ପିଟ୍‌ର ସମ୍ମୁଖ କାଚରେ ରକ୍ତ ଛିଟା ପଡ଼ିଥିଲା । ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିବାରୁ ପାଇଲଟ୍ ବିମାନକୁ ପୁଣି ଅବତରଣ କରିବାକୁ ଏଟିସିକୁ ଅନୁମତି ମାଗିଥିଲେ । ଏଟିସି ତୁରନ୍ତ ଅନୁମତି ଦେବା ପରେ ବିମାନଟି ଅବତରଣ କରିଥିଲା । ଫଳରେ ଏକ ବଡ଼ ଦୁର୍ଘଟଣାକୁ ଏଡ଼ାଇ ଦିଆ ଯାଇପାରିଥିଲା । ଅଳ୍ପ ସମୟ ମଧ୍ୟରେ ହଠାତ୍ ବିମାନଟି ପୁଣି ଅବତରଣ କରିବାରୁ ଯାତ୍ରୀମାନେ ଭୟଭୀତ ହୋଇ ଯାଇଥିଲେ ।

ନିକଟରେ ଅହମ୍ମଦାବାଦ-ଲଣ୍ଡନ ବିମାନର ଦୁର୍ଘଟଣା ସମସ୍ତଙ୍କ ଆଖି ଆଗରେ ନାଚି ଉଠିଥିଲା । ଆଉ ଯାତ୍ରୀମାନେ ବିମାନରେ ଚିତ୍କାର କରିବାକୁ ଲାଗିଥଇଲେ । ତେବେ ପାଇଲଟ୍ କିଛି ବଡ଼ ସମସ୍ୟା ହୋଇନି ବୋଲି ଘୋଷଣା କରିବାରୁ ଯାତ୍ରୀମାନେ ଶାନ୍ତ ପଡ଼ିଥିଲେ । ଏହାପରେ ବିମାନଟି ପାର୍କିଂସ୍ଥଳୀକୁ ଯିବା ପରେ ଯାତ୍ରୀମାନେ ଆଶ୍ବସ୍ତ ହୋଇଥିଲେ । ତେବେ ଅହମଦାବାଦ ଦୁର୍ଘଟଣା ପରେ ଭୁବନେଶ୍ବର ବିମାନ ବନ୍ଦର ପ୍ରତି ବି ବିପଦ ଆଶଙ୍କା ବଢିଛି । କାହିଁକି ନା ରନୱେ ନିକଟ ପାଚେରୀକୁ  ଲାଗି ଥିବା ଜାଗମରା ଅଞ୍ଚଳରେ ରହିଛି ଖାଇବା ଦୋକାନ । ପ୍ରତିଦିନ ଏଠାରେ ଦୋକାନୀଙ୍କ ବ୍ୟବସାୟୀ ହେଉଛି କିନ୍ତୁ ବାଜିରେ ଲାଗୁଛି ଯାତ୍ରୀଙ୍କ ଜୀବନ । ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ପାଇଁ ପ୍ରମୁଖ ବିପଦ ହେଉଛି  ପକ୍ଷୀ ଓ ଆଖାପାଖର ମାଛ ମାଂସ ଦୋକାନ ।
Tags: bhubaneswarIndigo
ShareTweetShareSend
Sanchar Live

Sanchar Live

Next Post
ମୋ କାଳିଆକୁ ରୁଚୁନି କିଛି, ଯାଉଛି ଫଳ ଭାର..

ମୋ କାଳିଆକୁ ରୁଚୁନି କିଛି, ଯାଉଛି ଫଳ ଭାର..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..
  • ଶିକ୍ଷକଙ୍କ ବଦଳି ବାତିଲ ଦାବି, ସ୍କୁଲରେ ତାଲା ପକାଇଲେ..
  • ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା
  • ଭାରତକୁ ଟ୍ରମ୍ପ ପ୍ରଶାସନର ଖୋଲାଖୋଲି ଧମକ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.