Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଦାୟିତ୍ୱ ବାଣ୍ଟିଲା ବିଜେଡି

Sanchar Live by Sanchar Live
May 5, 2025
in ରାଜନୀତି
0
ଦାୟିତ୍ୱ ବାଣ୍ଟିଲା ବିଜେଡି
0
SHARES
35
VIEWS
FacebookTwitter

ସଂଚାର ବ୍ୟୁରୋ: ଦାୟିତ୍ୱ ବାଣ୍ଟିଲା ବିଜେଡି । ବିଜେଡିର ବରିଷ୍ଠ ନେତାଙ୍କୁ ବିଭିନ୍ନ ସେଲ୍/ଶାଖାର ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହିକ୍ରମରେ ବିଜୁ କୃଷକ ଜନତା ଦଳର ଦାୟିତ୍ୱ ଦଳର ବରିଷ୍ଠ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଦିଆଯାଇଛି । ସେହିପରି ବିଜେଡି ଆଞ୍ଚଳିକ ଉନ୍ନୟନ ସେଲରେ ଅନଙ୍ଗ ଉଦୟ ସିଂଦେଓଙ୍କୁ ଦାୟିତ୍ୱ ଦିଆଯାଇଛି । ଅନ୍ୟପଟେ ବିଜେଡି କୋ-ଅପରେଟିଭ୍ ସେଲର ଦାୟିତ୍ୱ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଶିକ୍ଷା ଓ ଶିକ୍ଷକ ସେଲର ଦାୟିତ୍ୱ ବଦ୍ରି ନାରାୟଣ ପାତ୍ର, ଫିସରମ୍ୟାନ୍ ସେଲର ଦାୟିତ୍ୱ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଆଦିବାସୀ ସେଲର ଦାୟିତ୍ୱ ମଙ୍ଗଳା କିଷାନଙ୍କୁ ଦିଆଯାଇଛି । ଅନ୍ୟପଟେ ବିଜେଡି ସିନିୟର ସିଟିଜେନ୍ ସେଲର ଦାୟିତ୍ୱ ଦେବାଶିଷ ସାମନ୍ତରାୟଙ୍କୁ ଦିଆଯାଇଥିବାବେଳେ, ଓବିସି ସେଲର ଦାୟିତ୍ୱରେ ଅରୁଣ ସାହୁ, ଏସସି ସେଲର ଦାୟିତ୍ୱରେ ମହେଶ ସାହୁ ଏବଂ ଆଇଟି ଏବଂ ସୋସିଆଲ୍ ମିଡିଆ ସେଲରେ ଅମର ପଟ୍ଟନାୟକ ରହିବେ ।

Tags: bjdodisha politics
ShareTweetShareSend
Sanchar Live

Sanchar Live

Next Post
ଦୀଘାରେ ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ଘଟଣା : ଏମିତି କହିଲେ ଆଇନମନ୍ତ୍ରୀ

ଦୀଘାରେ ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ଘଟଣା : ଏମିତି କହିଲେ ଆଇନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.