Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ବିଜେଡିର ଦ୍ବିତୀୟ ପର୍ଯ୍ଯାୟ ଜନସମ୍ପର୍କ ପଦଯାତ୍ରା

Sanchar Live by Sanchar Live
October 21, 2024
in ଓଡିଶା, ରାଜନୀତି
0
୭୯ ବର୍ଷରେ ପାଦ ଥାପିଲେ ନବୀନ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜିଠୁ ବିଜେଡିର ଦ୍ବିତୀୟ ପର୍ଯ୍ଯାୟ ଜନସମ୍ପର୍କ ପଦଯାତ୍ରା । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ଯାୟ ପଦଯାତ୍ରା ହେବ । ସବୁ ନିର୍ବାଚନ ମଣ୍ଡଳିର ବ୍ଲକ ଓ ପୌରାଞ୍ଚଳରେ ପଦଯାତ୍ରା କରାଯିବ । ଓଡ଼ିଶାର ସ୍ବାର୍ଥ ପାଇଁ ପଦଯାତ୍ରାରେ ରଣହୁଙ୍କାର ଦେବ ଦଳ। ରାଜ୍ଯରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ଦରଦାମ ବୃଦ୍ଧି, ନାରୀ ନିର୍ଯାତନା ସମେତ ସୁଭଦ୍ରା ଓ ମାଗଣା ବିଜୁଳି ଭଳି ପ୍ରସଙ୍ଗରେ ବିଜେପି ସରକାରର ମିଛ ପ୍ରତିଶୃତି ଲୋକଙ୍କୁ ସଚେତନ କରାଯିବ । ଅକ୍ଟୋବର ୨ରୁ ୬ ତାରିଖ ଯାଏଁ ପ୍ରଥମ ପର୍ଯ୍ଯାୟ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ସମୟରେ ଦଳକୁ ମିଳିଥିଲା ବିପୁଳ ଜନସମର୍ଥନ ।  ଦ୍ବିତୀୟ ପର୍ଯ୍ଯାୟ ପଦଯାତ୍ରା ସହିତ ବିଜେଡିର ସଭ୍ଯ ସଂଗ୍ରହ ଅଭିଯାନ ବି ଜାରି ରହିବ । ଘରକୁ ଘର ବୁଲି ପଦଯାତ୍ରା ଓ ଅନଲାଇନ ମାଧ୍ୟମରେ ହେଉଛି ସଭ୍ୟ ସଂଗ୍ରହ । ସଭ୍ଯ ସଂଗ୍ରହ ଅଭିଯାନ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇଥିବାବେଳେ ଡିସେମ୍ବର ୯ ତାରିଖ ଯାଏଁ ଚାଲିବ । ଗତଥର ପରି ଚଳିତଥର ଦଳ ଏକ କୋଟିରୁ ଅଧିକ ସଭ୍ୟ ସଂଗ୍ରହ କରିବାକୁ ଲକ୍ଷ୍ୟ ରଖିଛି । ପ୍ରଥମ ଦିନ  ୨୫ ହଜାରରୁ ଅଧିକ ସଭ୍ଯ ବିଜେଡି ସହ ଯୋଡ଼ି ହୋଇଥିଲେ । ଖୁବଶୀଘ୍ର ସଭ୍ୟ ସଂଗ୍ରହ ପାଇଁ ବ୍ଲକ ଓ ନିର୍ବାଚନ ମଣ୍ଡଳୀରେ କର୍ମଶାଳା ଆୟୋଜନ କରାଯିବ ।

Tags: bjdjanasampark padajateaodisha
ShareTweetShareSend
Sanchar Live

Sanchar Live

Next Post
ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛନ୍ତି ନର୍ସିଂ ଅଫିସର : ମୁକେଶ ମହାଲିଙ୍ଗ

ସମ୍ଭାବ୍ୟ ବାତ୍ୟା ପାଇଁ ସବୁ ବିଭାଗକୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି : ସ୍ବାସ୍ଥ୍ୟ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.