Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଦିଲ୍ଲୀରେ ଉଠିଲା ଓଡ଼ିଶା ପ୍ରସଙ୍ଗ

Sanchar Live by Sanchar Live
July 29, 2025
in ରାଜନୀତି
0
ଦିଲ୍ଲୀରେ ଉଠିଲା ଓଡ଼ିଶା ପ୍ରସଙ୍ଗ
0
SHARES
59
VIEWS
FacebookTwitter

ଦିଲ୍ଲୀରେ ଉଠିଲା ଓଡ଼ିଶା ପ୍ରସଙ୍ଗ । ଓଡ଼ିଶାରେ ମହିଳା ଏବଂ ଶିଶୁ ଅସୁରକ୍ଷିତ । ରାଜ୍ୟରେ ଜଳୁଛନ୍ତି ମହିଳା, ଦେଖୁଛନ୍ତି ସରକାର । ଓଡିଶାର ବିଜେପି ସରକାର କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଥିବା ନେଇ ପୁଣି ଥରେ ଅଭିଯୋଗ ଆଣି ଆଜି ସଂସଦ ବାହାରେ ପ୍ରତିବାଦ କରିଛନ୍ତି ବିଜେଡି ସାଂସଦ । ବର୍ଷାରେ ଭିଜି ଭିଜି ଏହି ପ୍ରତିବାଦ କରିଛନ୍ତି ବିଜେଡିର ସାଂସଦମାନେ । ଏଫଏମ କଲେଜ ପ୍ରସଙ୍ଗ ଉଠାଇ ଗାନ୍ଧୀ ମୂର୍ତ୍ତି ତଳେ ବିଜେଡିର ସାଂସଦ ନାରାବାଜି ସହ ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି । ଛାତ୍ରୀ ମୃତ୍ୟୁ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଦାବି କରିଛି ବିଜେଡ଼ି ।

ତେବେ ବାଲେଶ୍ବର ଘଟଣା ଠାରୁ ବଳଙ୍ଗା ଯାଏଁ ମହିଳା ଅସୁରକ୍ଷିତ ନେଇ ବିଜେଡି ଅଭିଯୋଗ ଆଣିବା ସହ ରାଜ୍ୟରେ ମୋହନ ସରକାର ଶୋଇଥିବା କହିଛନ୍ତି ସାଂସଦ ସସ୍ମିତ ପାତ୍ର । ଓଡ଼ିଶାରେ ମହିଳା ଏବଂ ଶିଶୁ ଅସୁରକ୍ଷିତ । ଡବଲ ଇଞ୍ଜିନ ସରକାରରେ ମହିଳାଙ୍କୁ ନ୍ୟାୟ ମିଳୁନି । ଏକଥା ସଂସଦ ଶୁଣୁ, କେନ୍ଦ୍ର ସରକାର ଶୁଣନ୍ତୁ ଏବଂ ଓଡ଼ିଶାର ମହିଳାଙ୍କୁ ସୁରକ୍ଷା ମିଳୁ, ନ୍ୟାୟ ମିଳୁ ବୋଲି ଦାବି କରିଛନ୍ତି ।

ସେହିପରି ସାଂସଦ ସୁଲତା ଦେଓ କହିଛନ୍ତି- ଓଡିଶା ସରକାରଙ୍କ କୁମ୍ଭକର୍ଣ୍ଣ ନିଦ୍ରା ଭଙ୍ଗ ହେଉ ଆଉ ମହିଳାଙ୍କ ନ୍ୟାୟ ମିଳୁ । ଡବଲ ଇଞ୍ଜିନ ଆମ ଓଡ଼ିଶାକୁ ଦ୍ରୁତ ଗତିରେ ଲଜ୍ଜା ଆଡ଼କୁ ନେଉଛୁ ବୋଲି ସୁଲତା ଟାର୍ଗେଟ୍ କରିଛନ୍ତି । ଆମେରିକା ଓଡିଶା ଅସୁକ୍ଷିତ ବୋଲି କହିବା ପରେ ବଳଙ୍ଗା ମାମଲାରେ ସୁପ୍ରିମକୋର୍ଟ ଲଜ୍ଜା ବୋଲି କହିଛନ୍ତି । ଓଡିଶାର ମହିଳାଙ୍କ ପାଇଁ ଲଢେଇ ପଲ୍ଲୀରୁ ଦିଲ୍ଲୀ ଯାଏଁ ଚାଲିବ ବୋଲି ସେ କହିଛନ୍ତି

Tags: bjdodishaprotest
ShareTweetShareSend
Sanchar Live

Sanchar Live

Next Post
ବିଧିବଦ୍ଧ ଭାବେ କାର୍ଯ୍ୟରେ ଯୋଗ ଦେଲେ ନୂଆ ବିଏମସି କମିସନର ଚଞ୍ଚଳ ରାଣା

ବିଧିବଦ୍ଧ ଭାବେ କାର୍ଯ୍ୟରେ ଯୋଗ ଦେଲେ ନୂଆ ବିଏମସି କମିସନର ଚଞ୍ଚଳ ରାଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.