Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି

Sanchar Live by Sanchar Live
July 15, 2025
in ଓଡିଶା
0
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି

Oplus_131072

0
SHARES
112
VIEWS
FacebookTwitter

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଲୋକସେବା ଭବନ ଘେରାଉ କରିବ ବିଜେଡି।  ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି ।  ଆଜି ସନ୍ଧ୍ୟାରେ ଦଳ ପକ୍ଷରୁ candle rally କରାଯିବ।  ସିଟିଂ ଜଜଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କରିବା ପାଇଁ ଦାବି କରିଛି ଦଳ ।   ସୌମ୍ୟାଶ୍ରୀଙ୍କ ପରିବାରକୁ ୨ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛି ।

ସେହିଭଳି ବିଜେଡ଼ି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ସୌମ୍ୟାଶ୍ରୀ  ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା  ଦିଆଯାଉ । ଏବଂ ସେ ଝିଅ କୁ କେଉଁ ଏବିଭିପିର  ପିଲା ପେଟ୍ରୋଲ ଦେଲେ ତାର ତଦନ୍ତ ହେଉ । ଆଜିଠୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱ ବିଦ୍ୟାଳୟ ରେ ଦୁର୍ବାର ଆନ୍ଦୋଳନ ର ଡାକରା ଦେଉଛି ବିଜୁ ଯୁବ  ଓ ଛାତ୍ର ଜନତା ଦଳ ।

ସୂଚନାଯୋଗ୍ୟ, ଜୀବନ ମରଣ ସହ ସଂଘର୍ଷ ପରେ ଗତକାଲି ରାତିରେ ଆଖି ବୁଜିଛନ୍ତି ପିଡ଼ିତା । ବାଲେଶ୍ୱର FM କଲେଜ କତୃପକ୍ଷଙ୍କ ନିର୍ଯାତନାର ଶିକାର ହେବା ପରେ ଶନିବାର ଦେହରେ ପେଟ୍ରୋଲ ଢାଳି ଜୀବନ ହରିବାକୁ ଉଦ୍ୟମ କରିଥିଲେ ଛାତ୍ରୀ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାଲେଶ୍ବର ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି ।

ସଙ୍କଟପୂର୍ଣ୍ଣ ଅବସ୍ଥାରେ AIIMS ଭୁବନେଶ୍ୱରରେ ତାଙ୍କର ଚିକିତ୍ସା ଚାଲିଥିଲା । ତାଙ୍କ ଶରୀରର ୯୦ରୁ ୯୫ ପ୍ରତିଶତ ଅଂଶ ପୋଡିଯାଇଥିଲା । ୯୮ ପ୍ରତିଶତ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଚାଲିଥିଲା । କିନ୍ତୁ ସୋମବାର ବିଳମ୍ବିତ ରାତିରେ ଏମ୍‌ସ କର୍ତ୍ତୃପକ୍ଷ ତାଙ୍କୁ ମୃତ (କ୍ଲିନିକାଲ୍‌ ଡେଥ୍‌) ଘୋଷଣା କରିଛନ୍ତି । ଛାତ୍ରୀଙ୍କ ସଂଘର୍ଷର ଦୁଃଖଦ ଅନ୍ତ ଘଟିଛି ।

ବିଳମ୍ବିତ ରାତିରେ ଏହି ଖବର ଜଣାପଡ଼ିବା ପରେ ସମସ୍ତେ ସ୍ତମ୍ଭୀଭୂତ ହୋଇଯାଇଛନ୍ତି। ରାତି ୧୨ଟାରେ ପରିବାର ସଦସ୍ୟ ଓ ହସ୍ପିଟାଲରେ ଉପସ୍ଥିତ ଥିବା ସାଙ୍ଗମାନଙ୍କୁ ଛାତ୍ରୀଙ୍କ ମୃତ୍ୟୁ ସମ୍ପର୍କରେ ଅବଗତ କରାଯାଇଥିଲା ।  ସଙ୍ଗେ ସଙ୍ଗେ ହସ୍ପିଟାଲ ପରିସର କାନ୍ଦବୋବାଳିରେ ଫାଟି ପଡ଼ିଥିଲା । ଏହାର କିଛି ସମୟ ପରେ ଡାକ୍ତର ତାଙ୍କୁ ବିଧିବଦ୍ଧ ଭାବେ ମୃତ ଘୋଷଣା କରିଥିଲେ ।

Tags: bjdpoliticsSounyashree bishi
ShareTweetShareSend
Sanchar Live

Sanchar Live

Next Post
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗରତ୍ନ ସମ୍ମାନ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗରତ୍ନ ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.