Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଅଗଷ୍ଟ ୨୫ରେ ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର

Sanchar Live by Sanchar Live
August 17, 2024
in ରାଜନୀତି
0
ଅଗଷ୍ଟ ୨୫ରେ ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଶାସକ ଦଳକୁ ବିଜେଡିର ଜବାବ । ଶଙ୍ଖ ଭବନରେ ବିଜେଡି କରିବ ପ୍ରଶିକ୍ଷଣ ଶିବିର । ବିରୋଧୀଦଳ ଉପମୁଖ୍ୟ ସଚେତକଙ୍କ ସୂଚନା । ଅଗଷ୍ଟ 25 ତାରିଖ ରବିବାର ସକାଳ 10 ଟା ରେ ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର। ଶଙ୍ଖ ଭବନରେ ନୂଆ ବିଧାୟକମାନଙ୍କୁ ଦିଆଯିବ ଟ୍ରେନିଂ। ବରିଷ୍ଠ ବିଧାୟକମାନେ ନୂଆ ସଦସ୍ୟ ମାନଙ୍କୁ ବିଧାନସଭାର କାର୍ଯ୍ୟଶୈଳୀ ବାବଦରେ ପ୍ରଶିକ୍ଷଣ ଦିଆଯିବ।

ଆଜିକାର କାର୍ଯ୍ୟକ୍ରମକୁ ଆମେ ବର୍ଜନ କରିଛୁ। ଏହା ଆମ ଦଳର ନିଷ୍ପତି। ଆମେ କେବେ କୌଣସି ବ୍ୟକ୍ତି ବିଶେଷଙ୍କୁ ବିରୋଧ କରିନାହୁଁ। ଆମେ ପଦ ମର୍ଯ୍ୟାଦାର କଥା କହୁଛୁ। ମୁଖ୍ୟମନ୍ତ୍ରୀ କିମ୍ବା ବାଚସ୍ପତି ଉଦଘାଟକ ବା ମୁଖ୍ୟ ଅତିଥି ହେବା କଥା କହୁଛୁ। ପରମ୍ପରା ନୀତି ନିୟମ ବଦଳିବା କଥା ନୁହେଁ। ଆମେ କହିବା ପରେ ଏହି କାର୍ଯ୍ୟକ୍ରମ ଅତିଥି ତାଲିକା ପରିବର୍ତନ ହୋଇଛି। ହେଲେ ଏବେ ବି କେନ୍ଦ୍ର ମନ୍ତ୍ରୀ ମୁଖ୍ୟ ଅତିଥି ହେଇଛନ୍ତି। ଏହା ମୁଖ୍ୟମନ୍ତ୍ରୀ ପଦ ପ୍ରତି ଅବମାନନା। ଆଗାମୀ ପିଢୀ ପାଇଁ ନୀତି ନିୟମ ପରମ୍ପରା ବଦଳିବା ଉଚିତ ନୁହେଁ।

Tags: bjdodisha politicstraining pogramme
ShareTweetShareSend
Sanchar Live

Sanchar Live

Next Post
ଆରମ୍ଭ ହେଲା ନୂଆ ବିଧାୟକଙ୍କ ପାଠଶାଳା

ଆରମ୍ଭ ହେଲା ନୂଆ ବିଧାୟକଙ୍କ ପାଠଶାଳା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.