Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଆଜିଠୁ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର, ଶଙ୍ଖ ଭବନରେ ବିଜେଡି ସୁପ୍ରିମୋ କରିବ ଉଦଘାଟନ

Sanchar Live by Sanchar Live
August 25, 2024
in ରାଜନୀତି
0
ଆଜିଠୁ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର, ଶଙ୍ଖ ଭବନରେ ବିଜେଡି ସୁପ୍ରିମୋ କରିବ ଉଦଘାଟନ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ବିଧାନସଭା ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ବିଜେଡି ଗଲା ନାହିଁ । ନିଜ ଦଳର ବିଧାୟକଙ୍କୁ ତାଲିମ ଦେବାକୁ ଶଙ୍ଖ ଭବନରେ ଆୟୋଜନ କରିଛି ବିଜେଡି । ରବିବାର ବିଜେଡି ବିଧାୟକମାନେ ସେଠାରେ ତାଲିମ ନେବେ ।

ରବିବାର ପୂର୍ବାହ୍ନ ୧୦ଟାବେଳେ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହେବ । ନବାଗତଙ୍କ ସମେତ ଦଳର ସମସ୍ତ ୫୧ ବିଧାୟକ ଉପସ୍ଥିତ ରହିବେ ଏହି କାର୍ଯ୍ୟକ୍ରମରେ ।

ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍ଘାଟନ କରିବେ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସବୁଠାରୁ ଅଭିଜ୍ଞ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଗଣେଶ୍ୱର ବେହେରା, ବିକ୍ରମ କେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲ, ପ୍ରମିଳା ମଲ୍ଲିକ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ ଅମାତ ପ୍ରମୁଖ ବିଧାୟକମାନଙ୍କୁ ଜ୍ଞାନ ପ୍ରଦାନ କରିବେ ।

ରାଜ୍ୟ ପ୍ରସଙ୍ଗ ସହ ସ୍ଥାନୀୟ ପ୍ରସଙ୍ଗକୁ କିଭଳି ଉପସ୍ଥାପନ କରିବେ, ସେ ବାବଦରେ ସେମାନଙ୍କୁ ବିସ୍ତୃତ ଭାବେ ବୁଝାଯିବ । ସ୍ୱାଧିକାର ଭଙ୍ଗ ଓ ଘରୋଇ ବିଲ୍ ବାବଦରେ ବି ଜ୍ଞାନ ଦିଆଯିବ । ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିବେ । ସାମ୍ବାଦିକ ସମ୍ମିଳନୀରେ ବିଧାୟକ ଅରୁଣ ସାହୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ନେଇ ସୂଚନା ଦେଇଛନ୍ତି ।

Tags: bjdsankha bhawan
ShareTweetShareSend
Sanchar Live

Sanchar Live

Next Post
ଆଇଏଲଏସ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା

ଆଇଏଲଏସ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.