Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଫୁଡ କମିଶନର ନିଯୁକ୍ତି : ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

Sanchar Live by Sanchar Live
September 4, 2024
in ରାଜନୀତି
0
ଫୁଡ କମିଶନର ନିଯୁକ୍ତି : ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ
0
SHARES
21
VIEWS
FacebookTwitter

ସଂଚାର ବ୍ୟୁରୋ: ଜ୍ଞାନ ନଥିବା ବ୍ୟକ୍ତିଙ୍କୁ ଫୁଡ୍ କମିଶନର କରି ବସାଇଥିଲେ ବିଜେଡି ସରକାର । କାହିଁକି ନିଯୁକ୍ତି କରାଇଥିଲେ ବୋଲି ବୁଧବାର ବିଧାନସଭାରେ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଫୁଡ କମିଶନରଙ୍କ ନିଯୁକ୍ତିକୁ ନେଇ ପୋଲ୍‌ ଖୋଲିଛନ୍ତି । ସେପଟେ ମନ୍ତ୍ରୀଙ୍କ ବିବୃତିକୁ ନେଇ କାଉଣ୍ଟର କରିଛନ୍ତି ବିଜେଡିଡି ବିଧାୟକ ନିରଞ୍ଜନ ପୂଜାରୀ । ତେବେ କହି ରଖୁଛୁ କି,  ବିଧାନସଭାରେ ଯୋଗାଣ ମନ୍ତ୍ରୀ କହିଛନ୍ତି କି ଜ୍ଞାନ ନଥିବା ବ୍ୟକ୍ତିଙ୍କୁ କମିଶନର କରି ବସାଇଛନ୍ତି ବିଜେଡି ସରକାର । ଅଣ ଓଡ଼ିଆ ଅଫିସରଙ୍କୁ ଯିଏ ଖୁସି କରିପାରୁଥିଲା ସେ ବ୍ୟକ୍ତିଙ୍କୁ ବସାଇଛନ୍ତି । ଖାଲି ସେତିକି ନୁହେଁ ଏ ବ୍ୟକ୍ତି ଜଣକ ଚୋରା କୋଇଲା ବ୍ୟବସାୟ କରୁଛି । ପାଉଁଶ ଉଠାଣରେ ଲିପ୍ତ ରହି ପଦବୀର ଅପବ୍ୟବହାର କରି ଲୁଟିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ।

କମିଶନର ଜଣେ ମୁଖ୍ୟ ଶାସନ ସଚିବଙ୍କ କ୍ଷମତା ଅଧିକାରୀ ହୋଇଥାନ୍ତି କିନ୍ତୁ ବିଜେଡି ସରକାର ଏହି ପଦରେ ବିଏ ପାସ୍‌ କରିଥିବା ଜଣେ ଚୋର,ଡକାୟତ ଓ ଠକକୁ କେମିତି ବସାଇଲେ ବୋଲି ପ୍ରଶ୍ନ କରିଛନ୍ତି ମନ୍ତ୍ରୀ । ଅନେକ ଭଲ ବ୍ୟକ୍ତି କମିଶନ ପାଇଁ ଆବେଦନ କରିଥିଲେ ସୁଦ୍ଧା ତାଙ୍କୁ ବାଦ୍‌ ଦେଇଛନ୍ତି ପୂର୍ବ ସରକାର । ମୁଁ ଆଶ୍ବସ୍ତି ଦେଉଛି କି ଏକ କମିଟି ବସାଇବି ତଦନ୍ତ କରି ନିଯୁକ୍ତିରେ ତ୍ରୁଟି ଥିଲେ ବିତାଡିତ କରିବି ବୋଲି କହିଛନ୍ତି ମନ୍ତ୍ରୀ । ସେପଟେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ ଯୋଗାଣ ମନ୍ତ୍ରୀଙ୍କୁ କାଉଣ୍ଟର କରି କହିଛନ୍ତି ମନ୍ତ୍ରୀ ଯଦି ମାଲିକ , ତାହେଲେ ଆଜି ସଂଧ୍ୟା ସୁଦ୍ଧା ତାଙ୍କୁ ବାହାର କରିପାରିବେ କି ?

 

Tags: krushna ch patraodisha food comisanar
ShareTweetShareSend
Sanchar Live

Sanchar Live

Next Post
କଂଗ୍ରେସରେ ସାମିଲ ହେଲେ ରେସଲର ଭିନେଶ ଫୋଗଟ ଓ ବଜରଙ୍ଗ ପୁନିଆ

କଂଗ୍ରେସରେ ସାମିଲ ହେଲେ ରେସଲର ଭିନେଶ ଫୋଗଟ ଓ ବଜରଙ୍ଗ ପୁନିଆ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.