Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ଆସନ୍ତା ୧୪ ତାରିଖ ଯାଏଁ ତ୍ରିରଙ୍ଗା ଯାତ୍ରା

Sanchar Live by Sanchar Live
August 11, 2024
in ଓଡିଶା
0
ଆଜିଠୁ ଆସନ୍ତା ୧୪ ତାରିଖ ଯାଏଁ ତ୍ରିରଙ୍ଗା ଯାତ୍ରା
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ବିଜେପି ପାଳୁଛି ହର୍ ଘର୍ ତ୍ରିରଙ୍ଗା । ଏହି ଅଭିଯାନରେ ଆଜିଠୁ ଆସନ୍ତା 14 ତାରିଖ ଯାଏଁ ତ୍ରିରଙ୍ଗା ଯାତ୍ରା । ଦେଶର ସବୁ ବିଧାନସଭା ମଣ୍ଡଳୀରେ ଅନୁଷ୍ଠିତ ହେବ ଏହି ତ୍ରିରଙ୍ଗା ରାଲି । ଜାତୀୟ ପତାକା ସହ ସେଲଫି ନେଇ ଅପଲୋଡ଼ କରିବାକୁ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆମ ଜାତୀୟ ପତାକା, ଆମ ଏକତା, ସଂହତି ଓ ଭାତୃଭାବର ପ୍ରତୀକ ଅଟେ । ଅଗଷ୍ଟ ୧୫ରେ ଦେଶ ସ୍ବାଧୀନତାର ୭୭ତମ ବର୍ଷପୂର୍ତ୍ତି ପାଳନ କରିବ ।

ଏହି ଅବସରରେ `ହର୍ ଘର୍ ତ୍ରିରଙ୍ଗା’ ଅଭିଯାନରେ ସାମିଲ୍ ହୋଇ ଦେଶ ପ୍ରତି ନିଜ ଭାବନାକୁ ଜାଗୃତ ଏବଂ ଜୀବନ୍ତ କରିବାକୁ ଅପିଲ୍ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ଅଭିଯାନରେ 9 ରୁ କ୍ରାନ୍ତି ଦିବସ, 11ରୁ 14 ତାରିଖ ପର୍ଯ୍ୟନ୍ତ ତ୍ରିରଙ୍ଗା ଯାତ୍ରା ଓ 13ରୁ 15 ପର୍ଯ୍ୟନ୍ତ ପ୍ରତ୍ୟେକ ଘର ଓ ଅନୁଷ୍ଠାନରେ ହର୍ ଘର୍ ତ୍ରିରଙ୍ଗା ଉତ୍ତୋଳନ କରାଯିବ । ଦେଶବାସୀଙ୍କୁ ଜାତୀୟ ପତାକାର ମହତ୍ତ୍ବକୁ ଉପଲବ୍ଧ କରାଇବା ଏହି ଅଭିଯାନର ଉଦ୍ଦେଶ୍ୟ ଅଟେ ।

ସମସ୍ତ ଓଡ଼ିଶାବାସୀ ଏହି ଅଭିଯାନରେ ସାମିଲ୍ ହେବା ପାଇଁ ରାଜ୍ୟବାସୀଙ୍କୁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମସ୍ତେ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରନ୍ତୁ ଏବଂ ନିଜର ସେଲ୍‌ଫି harghartiranga.comରେ ଅପଲୋଡ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Tags: bjptriranga jatra
ShareTweetShareSend
Sanchar Live

Sanchar Live

Next Post
ଆଳୁ ସମସ୍ୟା ପ୍ରସଙ୍ଗ : କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ସାମ୍ବାଦିକ ସମ୍ମିଳନୀ

ଆଳୁ ସମସ୍ୟା ପ୍ରସଙ୍ଗ : କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ସାମ୍ବାଦିକ ସମ୍ମିଳନୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.