Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜଳିଗଲା BMCର କ୍ଲିନିଂ ଗାଡ଼ି

Sanchar Live by Sanchar Live
January 14, 2025
in ଓଡିଶା
0
ଜଳିଗଲା BMCର କ୍ଲିନିଂ ଗାଡ଼ି
0
SHARES
23
VIEWS
FacebookTwitter

ଭୁବନେଶ୍ବର: ଜଳିଗଲା BMCର କ୍ଲିନିଂ ଗାଡ଼ି । ଭୁବନେଶ୍ବର ଚନ୍ଦ୍ରଶେଖରପୁର ଡମଣା ରାସ୍ତା ଉପରେ ଜଳିଗଲା ଗାଡ଼ି । ଧୂଳି ସଫା କରୁଥିବାବେଳେ ହଠାତ୍ ରାସ୍ତା ଉପରେ ଜଳିଯାଇଥିଲା ଗାଡ଼ି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଗାଡ଼ିରେ ନିଆଁ ଲାଗିବା ଫଳରେ ଦୀର୍ଘ ସମୟ ଧରି ଯାତାୟାତ ଠପ୍ ହୋଇଯାଇଥିଲା । ତେବେ ନିଆଁ କେମିତି ଲାଗିଲା କାରଣ ଅସ୍ପଷ୍ଟ ରହିଛି।

ସୂଚନା ଅନୁଯାୟୀ ଆଜି ସକାଳ ସମୟରେ ଭୁବନେଶ୍ୱର ଡମଣା ଛକରେ ଏକ ବିଏମ୍‌ସି ସଫେଇ ଗାଡି ରାସ୍ତା ସଫା କରୁଥିଲା । ଏହି ସମୟରେ ସଫେଇ ଗାଡିରେ ହଠାତ୍‌ ନିଆଁ ଲାଗିଯାଇଥିଲା । ଯାହାଫଳରେ ଗାଡିଟି ହୁତୁହୁତୁ ହୋଇ ଜଳିଥିଲା ।  ଗାଡିଟି ପୁରା ପୋଡି ପାଉଁଶ ହୋଇଯାଇଛି ।  ଏପିରିକି ୧୫ ଫୁଟ ଉପରକୁ ଉଠିଥିଲା କଳାଧୂଆଁ । ମୋବିଲ ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

ସେପଟେ ଗାଡିରେ ନିଆଁ ଲାଗିଥିବା ଖବର ପାଇ ଦୁଇଟି ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଥିଲେ ।  ସଫେଇ ଗାଡ଼ିକୁ ଫୋମ ସାହାଯ୍ୟରେ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ ଅଗ୍ନିଶମ କର୍ମଚାରୀ ।

ଅଗ୍ନିକାଣ୍ଡ ପରେ ଡମଣା ରାସ୍ତାରେ ଟ୍ରାଫିକ୍ ଜାମ୍ ହୋଇଥିଲା ।  ଫଳରେ ଗୋଟିଏ ପାର୍ଶ୍ବରେ ଯାନବାହନ ଯାତାୟାତ କରୁଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଛନ୍ତି ।

Tags: bhubaneswarbmcfire
ShareTweetShareSend
Sanchar Live

Sanchar Live

Next Post
ଅତ୍ୟାଧୁନିକ ନନ୍ଦଘରରେ ପରିଣତ ହେବ କଳାହାଣ୍ଡିର ୧୦୦ଟି ଅଙ୍ଗନବାଡ଼ି କେନ୍ଦ୍ର

ଅତ୍ୟାଧୁନିକ ନନ୍ଦଘରରେ ପରିଣତ ହେବ କଳାହାଣ୍ଡିର ୧୦୦ଟି ଅଙ୍ଗନବାଡ଼ି କେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.