Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ

Sanchar Live by Sanchar Live
February 10, 2025
in ଓଡିଶା
0
ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ

Oplus_131072

0
SHARES
94
VIEWS
FacebookTwitter

ବେଗୁନିଆ : ବୋଲଗଡ଼ ଗୋପବନ୍ଧୁ ଛକରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ । ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଯାଉଥିଲା ଘରୋଇ ଯାତ୍ରୀବାହୀ ବସ ନାରାୟଣୀ  । ଏହି ଦୁର୍ଘଟଣାରେ  ଅନେକ ଆହତ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଥିବା ଜଣାପଡିଛି ।  ସମସ୍ତଙ୍କୁ ବୋଲଗଡ଼ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିବା ବେଳେ ଗୁରୁତର ୩ ଜଣଙ୍କୁ ଖୋର୍ଦ୍ଧା ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଯାଉଥିବା ଘରୋଇ ଯାତ୍ରୀବାହି ବସ ନାରାୟଣୀ ଭାରସାମ୍ୟ ହରାଇ ବୋଲଗଡ଼ ଗୋପବନ୍ଧୁ ଛକରେ ହଠାତ ପଶିଯାଇ ଓଲଟି ପଡିଥିଲା । ପରେ ସ୍ଥାନୀୟ ଲୋକ ବସ ଭିତରୁ ଯାତ୍ରୀଙ୍କୁ ଉଦ୍ଧାର କରିବା ସହିତ ଆହତମାନଙ୍କୁ ଅଗ୍ନିଶମ ଏବଂ ଆମ୍ବୁଲାନ୍ସ ଯୋଗେ ବୋଲଗଡ଼ ଏବଂ ଖୋର୍ଦ୍ଧା ପଠାଇଥିଲେ । ତେବେ ଏ ନେଇ ବୋଲଗଡ଼ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଦ୍ରୁତଗତିରେ ଓଭରଟେକ ଦୁର୍ଘଟଣାର କାରଣ ବୋଲି ଜଣାପଡିଛି ।

Tags: accidentBolagarh
ShareTweetShareSend
Sanchar Live

Sanchar Live

Next Post
ପରୀକ୍ଷା ପୂର୍ବରୁ ପିଲାଙ୍କ ମନୋବଳ ବୃଦ୍ଧି କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ପରୀକ୍ଷା ପୂର୍ବରୁ ପିଲାଙ୍କ ମନୋବଳ ବୃଦ୍ଧି କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.