Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ତାଲା ପକାଇ ପ୍ରତିବାଦ

Sanchar Live by Sanchar Live
February 6, 2025
in ଓଡିଶା
0
ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ତାଲା ପକାଇ ପ୍ରତିବାଦ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ତାଲା ପକାଇ ପ୍ରତିବାଦ । କ୍ଷତିପୂରଣରେ ଚଞ୍ଚକତା ହୋଇଥିବା ଅଭିଯୋଗ କରି ଧାରଣାରେ ଆନ୍ଦୋଳନକାରୀ । ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଯୋଗୁଁ ବଲାଙ୍ଗୀର ଜିଲ୍ଲାରେ ଜଳସେଚନ ହାର ବୃଦ୍ଧି ପାଇଛି । ପ୍ରକଳ୍ପ ବିସ୍ଥାପିତ ଯେଭଳି ନିଜ ହକରୁ ବଞ୍ଚିତ ନହୁଅନ୍ତି ସେନେଇ ପୂର୍ବ ସରକାରଙ୍କ ନିର୍ଦ୍ଦେଶ ରହିଥିଲା I କିନ୍ତୁ କିଛି ଅସାଧୁ ଅଧିକାରୀଙ୍କ ଚଞ୍ଚକତା ଯୋଗୁଁ କିଛି ଲୋକ ଏବେ ବି ନ୍ୟାୟରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି I ବଲାଙ୍ଗୀର ତହସିଲ ଅନ୍ତର୍ଗତ ବାରପୁଡୁଗିଆ ଗାଁ I ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପରେ ଆଂଶିକ ପ୍ରଭାବିତ ହୋଇଛି I ସେନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଜମି ଅଧିଗ୍ରହଣ କରାଯାଇଥିଲା I ହେଲେ ପ୍ରକୃତ ବିସ୍ଥାପିତ କ୍ଷତିପୂରଣରୁ ବଞ୍ଚିତ ହୋଇଥିବା ଅଭିଯୋଗ କରିଛନ୍ତି ।

କ୍ଷତିପୂରଣ ମିଳିନଥିବା ଅଭିଯୋଗ ନେଇ ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ନିକଟକୁ ଲୋକେ ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି । ହେଲେ ମୁଖ୍ୟ ଯନ୍ତ୍ରୀ ଟଙ୍କା ମାଗୁଥିବା ଅଭିଯୋଗରେ ଆଜି ତାଲା ପକାଇ ବିକ୍ଷୋଭ କରିଛନ୍ତି ଅଭିଯୋଗକାରୀ I ଟାଉନ୍ ଥାନା ପୋଲିସ ଓ ବଲାଙ୍ଗୀର ଅତିରିକ୍ତ ତହସିଲଦାର ଘଟଣାସ୍ଥଳରେ ପହଁଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଛନ୍ତି I କିନ୍ତୁ ସମସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି କହିଛନ୍ତି ଆନ୍ଦୋଳନକାରୀ I

Tags: Bolangiriprotest
ShareTweetShareSend
Sanchar Live

Sanchar Live

Next Post
ଗଛକୁ ପିଟିଲା କାର, ଜଣେ ମୃତ

ଗଛକୁ ପିଟିଲା କାର, ଜଣେ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.