Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଭଉଣୀକୁ ଛୁରୀ ଭୁସି ମାରିଦେଲା ଭାଇ

Sanchar Live by Sanchar Live
January 16, 2025
in ଅପରାଧ
0
ଭଉଣୀକୁ ଛୁରୀ ଭୁସି ମାରିଦେଲା ଭାଇ

Oplus_131072

0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଭାଇ ଭଉଣୀ ସଂପର୍କରେ ରକ୍ତର ଛିଟା । ଗଞ୍ଜାମ ଜିଲ୍ଲା ଆସିକା ଥାନା ରାଇପୋଲି ଗାଁରେ ସାନ ଭଉଣୀକୁ ହତ୍ୟା କଲା ଭାଇ । ନିଜ ସାନ ଭଉଣୀକୁ ଶିଳପୁଆରେ ଛେଚିବା ସହିତ ଛୁରୀ ଭୁସି ନିର୍ମମ ଭାବେ ହତ୍ୟା । ଆଜି ଭୋର ସମୟରେ ଗାଁର ଶତ୍ରୁଘ୍ନ ପାତ୍ରଙ୍କ ୪୫ ବର୍ଷୀୟ ପୁଅ ବାବାଜୀ ପାତ୍ର ନିଜ ବିବାହିତା ଭଉଣୀ ଲକ୍ଷ୍ମୀ ମହାନ୍ତିକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପାରିବାରିକ କଳହକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଭାଇ ବାବାଜୀ ପାତ୍ର ଫେରାର୍ ହୋଇଯାଇଛି । ମୃତ ମହିଳା ଜଣଙ୍କ ହେଲେ ଲକ୍ଷ୍ମୀ ମହାନ୍ତି l ଘର ଭିତରେ ଲକ୍ଷ୍ମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ କରି ପୋଲିସର ତଦନ୍ତ ଜାରି l ଶିଳପୁଆରେ ଛେଚିବା ସହିତ ଛୁରୀ ଭୁସି ନିର୍ମମଭାବେ ହତ୍ୟା ।

Tags: crimeganjam
ShareTweetShareSend
Sanchar Live

Sanchar Live

Next Post
ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ଆହତ

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ଆହତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୪୧ ବର୍ଷ ବୟସରେ ଦ୍ୱିତୀୟ ଥର ମାଆ ହେବେ ମାହିରା
  • ଫ୍ରୀଜ଼ରୁ ବାହାରୁଛି କି ପାଣି? ଜାଣିରଖ କଣ କରିବେ?
  • ଆସନ୍ତା ୧୭ ତାରିଖ ଯାଏଁ ବର୍ଷାରୁ ମିଳିବନି ତ୍ରାହି
  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.