Wednesday, September 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ସବୁ ଜିଲ୍ଲା ହସ୍ପିଟାଲରେ ରହିବ କ୍ୟାନ୍ସର ଚିକିତ୍ସା କେନ୍ଦ୍ର

Sanchar Live by Sanchar Live
February 1, 2025
in ଭାରତ
0
ସବୁ ଜିଲ୍ଲା ହସ୍ପିଟାଲରେ ରହିବ କ୍ୟାନ୍ସର ଚିକିତ୍ସା କେନ୍ଦ୍ର
0
SHARES
12
VIEWS
FacebookTwitter

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ପୁଞ୍ଜିନିବେଶ ବିକାଶର ତୃତୀୟ ଇଞ୍ଜିନ । ସକ୍ଷମ ଅଙ୍ଗନବାଡ଼ି ଯୋଜନା ଦ୍ୱାରା ଉପକୃତ ହେବେ ୮କୋଟି ପିଲା ।୧ କୋଟି ଗର୍ଭବତୀ ଓ ୨୦ ଲକ୍ଷ ଅପପୁଷ୍ଟି ପିଲା ଉପକୃତ ହେବେ । ୧୦ ବର୍ଷରେ ମେଡିକାଲ ସିଟ ୧.୧ ଲକ୍ଷ ବୃଦ୍ଧି ଘଟିଛି । ସବୁ ଜିଲ୍ଲା ହସ୍ପିଟାଲରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ ।

ଏହାଛଡ଼ା ସେ କହିଛନ୍ତି ଯେ ଏମଏସଏମଇ ବିକାଶର ଦ୍ୱିତୀୟ ଇଞ୍ଜିନ । ୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ ରହିଛି । ଏମଏସଏମଇ କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁର କରାଯିବ । ଯୁବକଙ୍କୁ ଏମଏସଏମଇ ଦ୍ୱାରା ଅଧିକ ନିଯୁକ୍ତି ଦେଇ ହେବ । ଅଣଚମଡ଼ା ଶିଳ୍ପ ଉପରେ ଏଥଣ ଫୋକସ ରହିବ । ଅଣଚମଡ଼ା ଶିଳ୍ପ ଦ୍ୱାରା ୨୨ ଲକ୍ଷ ଉପକୃତ ହେବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ୱକୁ ଚକିତ କରିଛି । ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି । ଏଥର ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି ।

ମଧ୍ୟମ ଶ୍ରେଣୀର ଲୋକଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ପ୍ରଥମିକତା ଦିଆଯାଇଛି । କୃଷି ଉପôାଦନ ବୃଦ୍ଧି ଉପରେ ଗୁରୁତ୍ୱ ରହିଛି । ଏହାଦ୍ୱାରା ୧.୭ କୋଟି କୃଷକ ଉପକୃତ ହେବେ । ଏଡିବୁଲ ଅଏଲରେ ଆତ୍ମନିର୍ଭର ହେବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୬ ବର୍ଷିଆ ସ୍କିମ କେନ୍ଦ୍ର ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ବିହାରରେ ଏକ ମକାନା ବୋର୍ଡ ଗଠନ କରାଯିବ । ଏହି ମକାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ । ମତ୍ସ୍ୟ ଉପôାଦନରେ ଭାରତ ସାରା ବିଶ୍ୱରେ ଦ୍ୱିତୀୟ । ଟେକ୍ସଟାଇଲ ସେକ୍ଟର ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ୟୁରିଆ ଉପôାଦନରେ ଦେଶକୁ ଆତ୍ମନିର୍ଭର କରିବୁ ।

Tags: Budget 2025-26Cancer hospitalnirmala sitaraman
ShareTweetShareSend
Sanchar Live

Sanchar Live

Next Post
ବଜେଟ ୨୦୨୫-୨୬ : ବଢିଲା କିସାନ କ୍ରେଡିଟ୍ କାର୍ଡ ଲିମିଟ୍

ବଜେଟ ୨୦୨୫-୨୬ : ବଢିଲା କିସାନ କ୍ରେଡିଟ୍ କାର୍ଡ ଲିମିଟ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.