Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର

Sanchar Live by Sanchar Live
January 3, 2025
in ଓଡିଶା
0
ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର
0
SHARES
6
VIEWS
FacebookTwitter

ଭୁବନେଶ୍ୱର: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧ୍ ମାନଙ୍କର ମତାମତ ନେଇ ବିଜେଟ୍‌ର ପୂର୍ବ ପ୍ରସ୍ତୁତି କରିଆସୁଛନ୍ତି । ବିଗତ ବର୍ଷ ମାନଙ୍କରେ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିଭିରେ କରାଯାଇଅଛି ଏବଂ ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ୱେବ୍‌ ପୋର୍ଟାଲ ଜରିଆରେ, e-mail, WhatsApp ଓ SMS ମାଧ୍ୟମରେ ମତାମତ ସଂଗ୍ରହ କରିଥିଲେ । ବଜେଟ ସଂକ୍ରାନ୍ତୀୟ ସମସ୍ତ ଦସ୍ତାବିଜ ଏହି ପୋର୍ଟାଲରେ ଉପଲବ୍ଧ ।

ବର୍ତ୍ତମାନ, ୨୦୨୫-୨୬ ବର୍ଷ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ କରିବା ନିମନ୍ତେ ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ଵାନ କରିଛନ୍ତି, ଯାହାକି ୱେବ୍-ପୋର୍ଟାଲ https://budget.odisha.gov.in/ ରେ ଉପଲବ୍ଧ । ଏହି ପରାମର୍ଶ ଗୁଡିକ e-mail ଦ୍ବାରା odisha.budget@gov.in ଠିକଣାରେ ପଠାଇ ପାରିବେ । ସେହିପରି, ବଜେଟ୍ ସମ୍ୱନ୍ଧୀୟ ମତାମତ WhatsApp ମାଧ୍ଯମରେ (+91)9438161111 ମୋବାଇଲ ନମ୍ବରକୁ ଏବଂ ସାମାଜିକ ଗଣମାଧ୍ୟମ X (@FdOdisha), Facebook (@Finance Odisha) Instagram (@fdodisha) ଦ୍ବାରା ମଧ୍ୟ ପଠାଇ ପାରିବେ । ଏହି ସୁବିଧା 31 ଜାନୁୟାରୀ, ୨୦୨୫ ପର୍ଯ୍ୟନ୍ତ ଉପଲବ୍ଧ ରହିବ ।

ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ଅଧ୍ବାଚକ ସଂଘ ଓ ଅନ୍ୟାନ୍ୟ ହିତାଧୁକାରୀ ମାନଙ୍କୁ ଅନୁରୋଧ କରାଯାଉଅଛି ଯେ ଏହି ସ୍ବତନ୍ତ୍ର ବ୍ୟବସ୍ଥାକୁ ବ୍ୟବ‌ହାର କରି ରାଜ୍ୟ ସରକାରଙ୍କର ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରନ୍ତୁ ।

Tags: Budgetgovt of odishaodisha
ShareTweetShareSend
Sanchar Live

Sanchar Live

Next Post
ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.