<p style="padding-left: 40px;">ସଂଚାର ବ୍ୟୁରୋ: ଆଖି ବୁଜିଲେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ । ୮୦ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳ ୮ଟା ୨୦ ମିନିଟ୍ରେ ତାଙ୍କ ପରଲୋକ ହୋଇଛି। କୋଲକତାସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।</p>