Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୋସିଆଲ ମିଡିଆରେ ଦେଇଥିବା ମନ୍ତବ୍ୟ ପାଇଁ ଭୁଲ ମାଗିଲେ ବୁଦ୍ଧାଦିତ୍ୟ

Sanchar Live by Sanchar Live
October 21, 2024
in ଓଡିଶା
0
ସୋସିଆଲ ମିଡିଆରେ ଦେଇଥିବା ମନ୍ତବ୍ୟ ପାଇଁ ଭୁଲ ମାଗିଲେ ବୁଦ୍ଧାଦିତ୍ୟ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ ଦେଇଥିବା ମନ୍ତବ୍ୟ ପାଇଁ ଭୁଲ ମାଗିଲେ ଓଲିଉଡ୍ ଷ୍ଟାର ବୁଦ୍ଧାଦିତ୍ୟ ମହାନ୍ତି ।  ସାମ୍ବାଦିକ ସମ୍ମିଳନୀରେ କରି କ୍ଷମା ମାଗିଲେ । ଏଇଟା ମୋର ଭୁଲ ଥିଲା । ମୋ ଭୁଲଟା ଜାଣି ପାରି ତୁରନ୍ତ ସୋସିଆଲ ମିଡିଆରୁ କାଟିଦେଇଥିଲି ।  ରାଜ୍ୟ କଂଗ୍ରେସ କୁ କ୍ଷମା ମାଗୁଛି । ଲରେନ୍ସ ବିଷ୍ଣୋଇଙ୍କ ସହ ମୋର କୌଣସି ସମ୍ପର୍କ ନାହିଁ ।

ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଏଫଆଇଆର ପରେ  ଦୁଇଦିନ ପୂର୍ବରୁ  କ୍ଷମା ପ୍ରାର୍ଥନା କରିଥିଲେ ଅଭିନେତା । ଆଜି ପୁଣିଥରେ ସେ କ୍ଷମା ମାଗିଛନ୍ତି  । ଏନସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା କରିବା ପରେ ଦୁଇ କଂଗ୍ରେସ ନେତାଙ୍କ ନାଁ ନେଇ ବିବାଦୀୟ ପୋଷ୍ଟ କରିଥିଲେ ।

ନିଜ ଫେସବୁକ ପୋଷ୍ଟରେ ଦୁଇ କଂଗ୍ରେସ ନେତାଙ୍କୁ ହତ୍ୟା କରିବାକୁ ଲରେନ୍ସ ବିଷ୍ଣୋଇଙ୍କୁ ଅପିଲ କରିଥିଲେ । ଏନେଇ ତାଙ୍କ ନାଁରେ କ୍ୟାପିଟାଲ ଥାନାରେ ଏଫଆଇଆର ଦେଇଥିଲା ରାଜ୍ୟ ଛାତ୍ର କଂଗ୍ରେସ । ତୁରନ୍ତ ବୁଦ୍ଧାଦିତ୍ୟ ମହାନ୍ତିଙ୍କୁ ଗିରଫ ଦାବି କରିଥିଲେ । ପୋଷ୍ଟ ନେଇ ଝଡ଼ ସୃଷ୍ଟି ହେବା ପରେ କ୍ଷମା ପ୍ରାର୍ଥନା କରିଛନ୍ତି ବୁଦ୍ଧାଦିତ୍ୟ । କହିଛନ୍ତି କାହାକୁ ଟାଗେର୍ଟ ଏବଂ ଆକ୍ଷେପ ମୋର ଉଦ୍ଦେଶ୍ୟ ନଥିଲା ବୋଲି କହିଛନ୍ତି ।

Tags: Budhadityacongressollywoodrahul gandhi
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ବାଲେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ପୁଲିସ ବାବୁ।

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.