Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବୁର୍ଲାରେ ଶିକ୍ଷାର ବ୍ୟାପକ ବିକାଶ ମାଧ୍ୟମରେ ସମ୍ବଲପୁରକୁ ଭାରତର ଅଗ୍ରଣୀ ଅଞ୍ଚଳରେ ପରିଣତ କରିବା : ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
December 15, 2024
in ଓଡିଶା
0
ବୁର୍ଲାରେ ଶିକ୍ଷାର ବ୍ୟାପକ ବିକାଶ ମାଧ୍ୟମରେ ସମ୍ବଲପୁରକୁ ଭାରତର ଅଗ୍ରଣୀ ଅଞ୍ଚଳରେ ପରିଣତ କରିବା : ଧର୍ମେନ୍ଦ୍ର ପ୍ରଧାନ
0
SHARES
6
VIEWS
FacebookTwitter

ବୁର୍ଲା: ବୁର୍ଲା ସରକାରୀ ଉଚ୍ଚ ବିଦ୍ୟାଳୟ ଓଡ଼ିଆ, ଇଂରାଜୀ ଓ ହିନ୍ଦୀ ଭାଷାରେ ଶିକ୍ଷାଦାନ କରିବାରେ ଓଡ଼ିଶାର ସର୍ବପ୍ରଥମ ବିଦ୍ୟାଳୟ । ଭାରତରେ ତ୍ରିଭାଷୀ ସୂତ୍ରରେ ଶିକ୍ଷାଦାନ ଲାଗି ନିଷ୍ପତ୍ତି ହେବାର ଅନେକ ପୂର୍ବରୁ ବୁର୍ଲା ସରକାରୀ ଉଚ୍ଚ ବିଦ୍ୟାଳୟ ଏ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିସାରିଥିଲା ବୋଲି ଏହି ସ୍କୁଲର ପ୍ଲାଟିନମ ଜୟନ୍ତୀ ସମାରୋହରେ ଯୋଗଦେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଦେଶରେ ଯେତେବେଳେ ସମ୍ବିଧାନ ପ୍ରସ୍ତୁତି କାର୍ଯ୍ୟ ଚାଲିଥିଲା, ସେଇ ସମୟରେ ବୁର୍ଲାବାସୀ ଏହି ବିଦ୍ୟାଳୟଟି ପ୍ରତିଷ୍ଠା କରିଥିଲେ । ୨୦୨୦ ମସିହାରେ ପ୍ରଧାନମନ୍ତ୍ରୀ ମୋଦୀ ସାରା ଦେଶରେ ଜାତୀୟ ଶିକ୍ଷା ନୀତି ପ୍ରଣୟନ କରି ମାତୃଭାଷା ଭିତ୍ତିକ ବହୁଭାଷୀ ଶିକ୍ଷାକୁ ଗୁରୁତ୍ୱ ଦେଲେ ମାତ୍ର ୧୯୪୯ ମସିହାରେ ପ୍ରତିଷ୍ଠା ହେବା ଦିନ ଠାରୁ ଏହି ଶିକ୍ଷାନୁଷ୍ଠାନ ଏହି ବିଷୟକୁ ପ୍ରାଥମିକତା ଦେଇଆସିଛି । ଏଠାରେ ବାଲ-ବାଟିକା ରୁ ଦ୍ୱାଦଶ ଶ୍ରେଣୀ ଯାଏଁ ୧୫ ବର୍ଷ ଗୋଟିଏ ଶିକ୍ଷାନୁଷ୍ଠାନରେ ପିଲାମାନଙ୍କୁ ନିରବଚ୍ଛିନ୍ନ ଶିକ୍ଷାଲାଭର ସୁଯୋଗ ଦେବା ପାଇଁ ଉଦ୍ୟମ ଜାରି ରହିଛି । ଓଡ଼ିଶାରେ ଏକ ପ୍ରଗତିଶୀଳ ଶିକ୍ଷା ବ୍ୟବସ୍ଥା ଆଣିବା ପାଇଁ ବୁର୍ଲାର ଜନସାଧାରଣ ଦଶନ୍ଧି ଦଶନ୍ଧି ଧରି ପ୍ରୟାସ କରିଆସିଛନ୍ତି । ଏଣୁ ବୁର୍ଲାରେ ଶିକ୍ଷାର ବ୍ୟାପକ ବିକାଶ ମାଧ୍ୟମରେ ସମ୍ବଲପୁରକୁ ଭାରତର ଏକ ଅଗ୍ରଣୀ ଅଞ୍ଚଳରେ ପରିଣତ କରିବା ଆମ ସମସ୍ତଙ୍କର ଦାୟିତ୍ୱ ।

ସମ୍ବଲପୁରରେ ଷ୍ଟାର୍ଟଅପ୍ ଇକୋସିଷ୍ଟମ ତିଆରି କରିବା ତଥା ଇଡକୋ ମାଧ୍ୟମରେ ବୁର୍ଲାରେ ଏକ ଆଧୁନିକ ଭବନ ନିର୍ମାଣ କରିବା ପାଇଁ ପଦକ୍ଷେପ ନେବାକୁ ଶ୍ରୀ ପ୍ରଧାନ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ୱାରା ସ୍ଥାନୀୟ ଯୁବବର୍ଗର ସ୍ୱପ୍ନ ଓ ଆକାଂକ୍ଷାକୁ ପୁରଣ କରିବା ପାଇଁ ଉଦ୍ଦିଷ୍ଟ ୧୦୦ କ୍ୟୁବ୍ ବିଶେଷ ଫଳପ୍ରଦ ହୋଇପାରିବ ତଥା ବୁର୍ଲା, ନବ-ଓଡ଼ିଶା ନିର୍ମାଣର ପ୍ରୟୋଗଶଳା ଭାବେ ନୂଆ ପରିଚୟ ପାଇବ ।  ଓଡ଼ିଶାର ଅନେକ ବଡ଼ ବଡ଼ ଶିକ୍ଷାନୁଷ୍ଠାନ ଏହି ଅଞ୍ଚଳରେ ପ୍ରତିଷ୍ଠା କରାଯାଇଛି । ଏଠାରେ ଥିବା ଓୟୁଏଟିର କ୍ୟାମ୍ପସକୁ ଏକ ପୂର୍ଣ୍ଣାଙ୍ଗ କୃଷି ବିଶ୍ୱବିଦ୍ୟାଳୟରେ ପରିଣତ କରାଯିବ ଏବଂ ଏକବିଂଶ ଶତାବ୍ଦୀରେ ବୁର୍ଲାକୁ ଏକ ଜ୍ଞାନ କେନ୍ଦ୍ରରେ ପରିଣତ କରିବା ଦିଗରେ ସମସ୍ତଙ୍କୁ କାମ କରିବାକୁ ହେବ ବୋଲି ମତ ଦେଇଛନ୍ତି ଶ୍ରୀ ପ୍ରଧାନ ।

ମହାନଦୀ ହେଉଛି ଓଡ଼ିଆ ଜାତିର ଜୀବନଧାରା ବୀର ସୁରେନ୍ଦ୍ର ସାଏ, ମାଧୋ ସିଂ, କୁଞ୍ଜେଲ ସିଂ ପ୍ରମୁଖ ସଂଗ୍ରାମୀଗଣଙ୍କ ବଳିଦାନ ଓଡ଼ିଶା ତଥା ଭାରତକୁ ସ୍ୱାଧୀନତା ଆଣିଦେଇଥିଲା, ଯାହାର ସାକ୍ଷୀ ହେଉଛି ମହାନଦୀ ଓ ସମ୍ବଲପୁର ଅଞ୍ଚଳ । ସମ୍ବଲପୁରର ବିକାଶକୁ ଓଡ଼ିଶା ସରକାର ପ୍ରାଥମିକତା ଦେଉଥିବାରୁ ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ସମାରୋହରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଓ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ଏବଂ ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Tags: BurlaDharmendrapradhan
ShareTweetShareSend
Sanchar Live

Sanchar Live

Next Post
ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ

ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.