Thursday, July 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବସ୍‌ ବାଇକ ଧକ୍କା: ବାଇକ ଚାଳକ ମୃତ

Sanchar Live by Sanchar Live
March 19, 2025
in ଓଡିଶା
0
ବସ୍‌ ବାଇକ ଧକ୍କା: ବାଇକ ଚାଳକ ମୃତ
0
SHARES
7
VIEWS
FacebookTwitter

ଗଞ୍ଜାମ: ଗଞ୍ଜାମ ଦିଗପହଣ୍ଡିରେ ବି ଆଜି ଅଘଟଣ ଘଟିଛି । ବସ୍‌ ବାଇକ ମୁହାଁମୁହିଁ ଧକ୍କା ହେବାପରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । କଇଠଖଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି ।  ମୃତକ ଜଣକ ନୂଆଗଡ ଗ୍ରାମର କୁରେଶୁ ପାତ୍ର ବୋଲି ଜଣା ପଡ଼ିଛି । ସେ ମଧୁବନ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ । ଆଜି ସକାଳୁ ସେ ବାଇକ୍‌ ଯୋଗେ ଯାଉଥିବାବେଳେ ବସ୍‌ ସହ ତାଙ୍କ ବାଇକ୍‌ର ଧକ୍କା ହୋଇଥିଲା । ଏଥିରେ ଘଟଣାସ୍ଥଳରେ କୁରେଶୁ ପାତ୍ରଙ୍କ ମୃତ୍ୟୁ ହୋଇଥିଲା ।

Tags: accidentodisha
ShareTweetShareSend
Sanchar Live

Sanchar Live

Next Post
ନବ ଦାସ ହତ୍ୟା ମାମଲା : ଦ୍ଵିତୀୟ ଦିନରେ କ୍ରାଇମବ୍ରାଞ୍ଚର ଖୋଳତାଡ଼

ନବ ଦାସ ହତ୍ୟା ମାମଲା : ଦ୍ଵିତୀୟ ଦିନରେ କ୍ରାଇମବ୍ରାଞ୍ଚର ଖୋଳତାଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ଅଭିଯୋଗ
  • ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଏହିସବୁ ଟ୍ରେନ୍ ବାତିଲ ?
  • ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ
  • ବର୍ଷା ପାଇଁ କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି
  • ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.