Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
January 12, 2025
in ଓଡିଶା
0
ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Screenshot

0
SHARES
17
VIEWS
FacebookTwitter

ଭୁବନେଶ୍ବର: ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍। ରାଜ୍ୟର ବିଭିନ୍ନ ସ୍ଥାନରୁ ଅଯୋଧ୍ୟାକୁ ବସ୍ ଚଳାଚଳ  ଆରମ୍ଭ କରିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିସି ଯୋଗେ ଉଦଘାଟନ କରିଛନ୍ତି। ଆଗକୁ ଲୋକଙ୍କ ଚାହିଦାକୁ ଦେଖି ବସ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାର ୫ଟି ଜିଲ୍ଲାରୁ ବସ୍ ସେବା ଆରମ୍ଭ ହୋଇଛି। ପୁରୀ, ଭୁବନେଶ୍ବର, ସମ୍ବଲପୁର, ବ୍ରହ୍ମପୁର ଓ ଭବାନିପାଟଣାରୁ ଏହି ବସସେବା ହୋଇଛି। ଏହାକୁ ଲୋକେ ସ୍ବାଗତ କରିବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଏଣେ ଜାନୁଆରି ୧୩ରୁ ଫେବ୍ରୁଆରି ୨୬ ପର୍ଯ୍ୟନ୍ତ ଚାଲିବାକୁ ଥିବା ମହାକୁମ୍ଭ ୨୦୨୫ ଆୟୋଜନ ପାଇଁ ପ୍ରୟାଗରାଜ ପ୍ରସ୍ତୁତ। ସାମୂହିକ ଧାର୍ମିକ ସମାବେଶରେ କୌଣସି ଅପ୍ରୀତିକର ଘଟଣାକୁ ଏଡ଼ାଇବା ପାଇଁ ଉତ୍ତରପ୍ରଦେଶ ପୁଲିସ ଏକ ସାତସ୍ତରୀୟ ସୁରକ୍ଷା ଯୋଜନା କାର୍ଯ୍ୟକାରୀ କରୁଛି। ମହାକୁମ୍ଭମେଳାକୁ ସୁରୁଖୁରୁରେ ଓ ସୁରକ୍ଷିତ ଭାବେ ପରିଚାଳନା କରିବା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ଚେକିଂ ଅଭିଯାନ ଆରମ୍ଭ କରାଯାଇଛି। ସୁରକ୍ଷା ବଢ଼ାଇବା ପାଇଁ ୨,୭୦୦ରୁ ଅଧିକ ଏଆଇ-ସକ୍ଷମ କ୍ୟାମେରା ମଧ୍ୟ ଲଗାଯାଇଛି।
ମହାକୁମ୍ଭ ପାଇଁ ରାଜ୍ୟ ସରକାର ୧୨୫ଟି ରୋଡ୍ ଆମ୍ବୁଲାନ୍ସ ଓ ୭ଟି ରିଭର ଆମ୍ବୁଲାନ୍ସ ନିୟୋଜିତ କରିଛନ୍ତି। ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ କହିଛନ୍ତି, ୧୨୫ଟି ରୋଡ୍ ଆମ୍ବୁଲାନ୍ସରେ ୧୫ଟି ଆଡଭାନ୍ସ ଲାଇଫ୍ ସପୋର୍ଟ (ଏଏଲ୍ଏସ୍) ବ୍ୟବସ୍ଥା କରାଯାଇଛି। ଏଥିସହ ଏୟାର ଆମ୍ବୁଲାନ୍ସ ଓ ୭ଟି ରିଭର ଆମ୍ବୁଲାନ୍ସ ମଧ୍ୟ ମୁତୟନ କରାଯାଇଛି। ଯେକୌଣସି ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ସରକାର ଉପଯୁକ୍ତ ବ୍ୟବସ୍ଥା କରିଛନ୍ତି।

Tags: Busmohan majhiprayagraj
ShareTweetShareSend
Sanchar Live

Sanchar Live

Next Post
ବରଗଡ଼ର ଧନୁଯାତ୍ରା ଦେଖିବାକୁ ଆସିବେ ମୁଖ୍ୟମନ୍ତ୍ରୀ

ବରଗଡ଼ର ଧନୁଯାତ୍ରା ଦେଖିବାକୁ ଆସିବେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.