Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

କାନାଡ଼ା ଟରୋଣ୍ଟୋ ପିଅର୍ସନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣବେଳେ ଓଲଟିଲା ବିମାନ

Sanchar Live by Sanchar Live
February 18, 2025
in ବିଦେଶ
0
କାନାଡ଼ା ଟରୋଣ୍ଟୋ ପିଅର୍ସନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣବେଳେ ଓଲଟିଲା ବିମାନ
0
SHARES
26
VIEWS
FacebookTwitter

ପୁଣି ଏକ ବଡ଼ ବିମାନ ଦୁର୍ଘଟଣା । କାନାଡ଼ା ଟରୋଣ୍ଟୋ ପିଅର୍ସନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣବେଳେ ଓଲଟିଲା ବିମାନ। ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଡେଲ୍ଟା ଏୟାରଲାଇନ୍ସର ବିମାନ ସଂଖ୍ୟା ୪୮୧୯ ଅବତରଣବେଳେ ରନ୍‌ୱେରେ ଦୁର୍ଘଟଣାଗସ୍ତ ହୋଇଛି। ରନ୍‌ଓ୍ବେରେ ଖସି ବିମାନଟି ସମ୍ପୂର୍ଣ୍ଣ ଓଲଟି ପଡିଛି। ଦୁର୍ଘଟଣା ପରେ ବିମାନରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।

ହେଲେ ଉଦ୍ଧାରକାରୀ ଦଳ ତୁରନ୍ତ ନିଆଁକୁ ଆୟତ କରିବା ସହ ବିମାନରେ ଥିବା ସମସ୍ତ ଯାତ୍ରୀ ଓ କ୍ରୁ ମେମ୍ବରଙ୍କୁ ସୁରକ୍ଷାର ସହ ଉଦ୍ଧାର କରିଛନ୍ତି । ବିମାନରେ ୮୦ଜଣ ଲୋକ ଥିଲେ। ୭୬ ଯାତ୍ରୀ ଓ ୪ କ୍ରୁ ମେମ୍ବର ଥିବାବେଳେ ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି। ଅବତରଣ ବେଳେ ଭାରସାମ୍ୟ ହରାଇ ବିମାନଟି ଦୁର୍ଘଟଣାଗସ୍ତ ହୋଇଛି ।
Tags: canadaflight crass
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.