Tuesday, November 3, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ସୁନା ଗହଣା କିଣି କାର୍‍ ଜିତିଲେ ମହିଳା

କିସ୍ନା ଜୁଏଲାରୀ ଲକି ଡ୍ର'ରେ କାର୍ ଜିତିଲେ ଭୁବନେଶ୍ଵରର ରୋନକ ଅଗ୍ରୱାଲ

Sanchar Live by Sanchar Live
January 19, 2025
in ଓଡିଶା
0
0
SHARES
17
VIEWS
Facebook
Twitter

ଭୁବନେଶ୍ଵର : ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳରେ ରହୁଥିବା ରୋନକ ଅଗ୍ରୱାଲ ଆଜି ଅପରାହ୍ନ ପଟିଆସ୍ଥିତ କିସ୍ନା ଜୁଏଲାରୀରୁ ଏକ ଲକି ଡ୍ର’ରେ ମାରୁତୀ ସେଲେରିଓ କାର ଜିତିଥିବା ନେଇ ଫୋନ୍ ପାଇବାରୁ ନିଜ କାନକୁ ବିଶ୍ୱାସ କରିପାରିନଥିଲେ।

ସେ କହିଛନ୍ତି, “ମୁଁ ଆଜି ନିଜକୁ ଭାଗ୍ୟବାନ ମନେ କରୁଛି। ମୁଁ ଯେଉଁଠି ବି କିଣାକିଣି କରିବାକୁ ଯାଉଥିଲି, ମୋ ସ୍ୱାମୀଙ୍କ ସହ ହେଉ କିମ୍ବା ଏକୁଟିଆ, ମୁଁ ଲକି ଡ୍ର କୁପନ୍ ପୂରଣ କରୁଥିଲି କିନ୍ତୁ କେବେ ବି ପୁରସ୍କାର ପାଇନଥିଲି। ସେଥିପାଇଁ ମୁଁ ଏକ କାର୍ ଜିତିଛି ବୋଲି ବିଶ୍ୱାସ କରିବାକୁ ମୋତେ କିଛି ସମୟ ଲାଗିଲା । ମୁଁ ତୁରନ୍ତ ଚଣ୍ଡିଗଡ଼ ଯାଇଥିବା ମୋ ସ୍ୱାମୀଙ୍କୁ ଜଣାଇଥିଲି ଏବଂ ସେ ମଧ୍ୟ ସମାନ ଭାବରେ ଉତ୍ସାହିତ ଥିଲେ ବୋଲି କାର୍ ବିଜେତା ଶ୍ରୀମତୀ ଅଗ୍ରୱାଲ କହିଛନ୍ତି।
ଭୁବନେଶ୍ୱରର ଅଗ୍ରଣୀ ଗହଣା ବ୍ରାଣ୍ଡ୍‍ କିସ୍ନା ଜୁଏଲାରୀର ମାଲିକ ଅମିତ ଅଗ୍ରୱାଲଙ୍କ ଠାରୁ ପତ୍ନୀ ରୋନକଙ୍କୁ କାର୍ ନେଉଥିବା ଦେଖି ତାଙ୍କ ସ୍ୱାମୀ କୁନାଲ ଅଗ୍ରୱାଲଙ୍କ ଆଖିରେ ବି ଲୁହ ଆସିଯାଇଥିଲା । ପୁରସ୍କାର ମିଳିବା ପରେ ଏହି ଦମ୍ପତି ଲଙ୍ଗ ଡ୍ରାଇଭ୍ କରିବାକୁ ନିଷ୍ପତ୍ତି ନେଇସାରିଛନ୍ତି।

Related posts

ବ୍ୟାରିକେଡ୍ ଭାଙ୍ଗି ରାଜପଥ ପାର ହେଲା ହାତୀ, ଭିଡିଓ ଭାଇରାଲ

ବ୍ୟାରିକେଡ୍ ଭାଙ୍ଗି ରାଜପଥ ପାର ହେଲା ହାତୀ, ଭିଡିଓ ଭାଇରାଲ

November 3, 2026
‘ମୁରାସୁ’ ପ୍ରଭାବ : ରାଜ୍ୟରେ ୨ ଦିନ ପ୍ରବଳ ବର୍ଷିବ

‘ମୁରାସୁ’ ପ୍ରଭାବ : ରାଜ୍ୟରେ ୨ ଦିନ ପ୍ରବଳ ବର୍ଷିବ

November 3, 2026

ଆଉ ଜଣେ ଗ୍ରାହକ ଶ୍ରୀ ଆଶୁତୋଷ ମହାନ୍ତି ପ୍ରଥମ ପୁରସ୍କାର ଆକାରରେ ୫୦୦୦ ଟଙ୍କା ପାଇଥିବା ବେଳେ ଦ୍ୱିତୀୟ ବିଜେତା ଭାବେ ସ୍ମୃତିରଞ୍ଜନ ରାଉତ ନଗଦ ୩୦୦୦ ଟଙ୍କାର ତୃତୀୟ ପୁରସ୍କାର ରାଶି ଜିତିଥିଲେ। କିସ୍ନା ଜୁଏଲାରୀର ମାଲିକ ଶ୍ରୀ ଅମିତ ଅଗ୍ରଓ୍ଵାଲ କହିଛନ୍ତି, ଏହା ପ୍ରଥମ ଥର ନୁହେଁ, ଆମେ ଆମର ମୂଲ୍ୟବାନ ଗ୍ରାହକଙ୍କ ସହ ଆମର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏଭଳି ଅନେକ ପଦକ୍ଷେପ ନେଇଛୁ। ଭାଗ୍ୟଶାଳୀ ବିଜେତାଙ୍କୁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଦୋକାନ ଗ୍ରାହକଙ୍କ ପାଇଁ ସମାନ ଅଫର ଆରମ୍ଭ କରିବ ବୋଲି ସେ କହିଛନ୍ତି।

Tags: Carjewellers

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବ୍ୟାରିକେଡ୍ ଭାଙ୍ଗି ରାଜପଥ ପାର ହେଲା ହାତୀ, ଭିଡିଓ ଭାଇରାଲ
  • ଗ୍ଲେନ୍ ମ୍ୟାକ୍ସୱେଲ୍ ଅବସର ଘୋଷଣା
  • ‘ମୁରାସୁ’ ପ୍ରଭାବ : ରାଜ୍ୟରେ ୨ ଦିନ ପ୍ରବଳ ବର୍ଷିବ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.