ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୩,୯୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୨,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୩,୯୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୨,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୩,୯୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୨,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୪,୦୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୨,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୪,୯୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୩,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୩,୯୧୦ ଓ ୧,୨୨,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୦,୦୦୦ ଟଙ୍କା ହୋଇଛି ।
Read moreକଟକ: ଦୁଇ ଦଶନ୍ଧି ପୂର୍ବରୁ ଭଲ ଆଖୁ ଅମଳ ପାଇଁ ପ୍ରଥମ ପୁରସ୍କାର ପାଇବା ପାଇଁ ଯୋଗ୍ୟବିବେଚିତ ହୋଇଥିବା ଜଣେ ଚାଷୀଙ୍କୁ ବେଆଇନ ଭାବେ ପୁରସ୍କାରରୁ ବଞ୍ଚିତ...
Read moreଆହୁରି ୭ ଦିନ ଜାଡ଼ରେ ଥରିବ ଓଡ଼ିଶା । ରାଜ୍ୟର ରାତି ତାପମାତ୍ରା ଲଗାତାର ତଳମୁହାଁ । ଗତକାଲି ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ...
Read moreଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଓଡ଼ିଶାର ସୁନ୍ଦରଗଡ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ଦିବ୍ୟାଙ୍ଗମାନଙ୍କୁ ହୁଇଲଚେୟାର ଓ ଶ୍ରବଣ ଯନ୍ତ୍ର ଉପକରଣ ପ୍ରଦାନ...
Read moreଭୁବନେଶ୍ୱର: ମାଘ ମାସ ନୁହେଁ, ଏଥର ଶେଷ ମାର୍ଗଶିରରେ ଶୀତ ଆସିଛି ବାଘ ପରି। ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ସବୁଠୁ ଖସିଛି ପାରଦ। ସାରା ରାଜ୍ୟକୁ କଲବଲ...
Read moreସଂଚାର ବ୍ୟୁରୋ: ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ ତରଫରୁ ଭୁବନେଶ୍ବର ଲୋୟର ପିଏମଜିରେ ଜୋରଦାର ବିକ୍ଷୋଭ। ହଜାର ହଜାର ସଂଖ୍ୟାରେ ଆଶା କର୍ମୀ ରାଜରାସ୍ତାରେ ବସି...
Read moreସଂଚାର ବ୍ୟୁରୋ: ହାତୀ ଆକ୍ରମଣରେ ଜଣେ ମହିଳା ମୃତ ଓ ଅନ୍ୟ ଦୁଇ ଗୁରୁତର । ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ରେଞ୍ଜ ଅଧିନରେ ଥିବା ସାନବାଙ୍କୀ ଗାଁରେ...
Read moreସଂଚାର ବ୍ୟୁରୋ: କନ୍ଧମାଳରେ କଲବଲ କରୁଛି ଜାଡ଼ । ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ହୋଇ ପଡ଼ିଲାଣି ଜନଜୀବନ । ବାଲିଗୁଡ଼ା ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ଜାଡ଼...
Read moreସଂଚାର ବ୍ୟୁରୋ: ରାସ୍ତାକଡ଼ରେ ପଡିଛି ସରକାରୀ ଔଷଧ । ବାଲେଶ୍ଵର ଜିଲ୍ଲା ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି କିମି ଦୂରରେ ତୁଣ୍ଡରା...
Read moreସଂଚାର ବ୍ୟୁରୋ: ପୋଲିସ SI ମହାକେଳେଙ୍କାରୀ ଘଟଣା। ୨ ଦିନିଆ ସିବିଆଇ ରିମାଣ୍ଡରେ ଗଲେ ୪ ଅଭିଯୁକ୍ତ। ମାଷ୍ଟରମାଇଣ୍ଡ ମୁନା ମହାନ୍ତି, ଶ୍ରୀକାନ୍ତ ମହାରଣା, ଟି. ଅଭିମନ୍ୟୁ...
Read more© 2024 Sanchar News