ଆଜି ୨୦୨୫ର ଶେଷ ଦିନ । ଆସୁଛି ଇଂରାଜୀ ନୂଆବର୍ଷ ୨୦୨୬ । ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ । ସଂପୂର୍ଣ୍ଣ ସିସିଟିଭି ବଳୟରେ ଶ୍ରୀକ୍ଷେତ୍ର । ...
Read moreଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
Read moreଆଜି ରାଜ୍ୟ ଦେଖିବ ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ । ୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେବେ ଅନୁ ଗର୍ଗ । ବୁଧବାର...
Read moreପୁରୀ: ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ! ପୁରୀ ଶ୍ରୀମନ୍ଦିର ପ୍ରଶାସନର ୨୦୨୬ କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ହୋଇଥିବା ଅଭିଯୋଗ । କ୍ୟାଲେଣ୍ଡରରେ ମହାପ୍ରଭୁଙ୍କର ଯେଉଁ ଚିତ୍ର ସ୍ଥାନିତ...
Read moreସଂଚାର ବ୍ୟୁରୋ ; ଆଇପିଏସ ସ୍ତରରେ ପଦୋନ୍ନତି । ୨୦୦୧ ବ୍ୟାଚର ଆଇପିଏସ ସାଇନି ଏସଙ୍କୁ ଏଡିଜିପି ପଦକୁ ପଦୋନ୍ନତି ମିଳିଛି । ୨୦୦୮ ବ୍ୟାଚର ଆଇପିଏସ...
Read moreଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ରାୟଗଡ଼ାରେ ଚଇତି ମହୋତ୍ସବରେ ସାମିଲ ହେବା ସହିତ ସାଂସ୍କୃତିକ ସଂରକ୍ଷଣ ଏବଂ ଗୋଷ୍ଠି ନେତୃତ୍ୱାଧୀନ ବିକାଶ ପ୍ରତି...
Read moreଭିଜିଲାନ୍ସ ଜାଲରେ ଦୁଇ ସରକାରୀ ବାବୁ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡା ଏବଂ କେନ୍ଦୁଝର...
Read moreଜମୁଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଆଜି ମହୋତ୍ସବର ସପ୍ତମ ଦିବସ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାରାଜ କଂସଙ୍କ ନିମନ୍ତ୍ରଣ ପାଇ...
Read more: ଆଜି ପବିତ୍ର ଶାମ୍ବ ଦଶମୀ । ସୂର୍ଯ୍ୟ ଭଗବାନଙ୍କ ପୂଜା । ଏହି ଦିନରେ ସୂର୍ଯ୍ୟ ପୂଜା କଲେ, ମହାପାତକ କ୍ଷୟ ହୁଏ ବୋଲି କୁହାଯାଏ।...
Read moreନୂଆ ବର୍ଷ ପାଇଁ ପ୍ରକାଶ ପାଇଲା ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତିକାନ୍ତି । ଡିସେମ୍ବର ୩୧ ରେ ମାତ୍ର ୩ ଘଣ୍ଟା ନିଦ୍ରା ଯିବେ ଶ୍ରୀଜିଉ । ଡିସେମ୍ବର...
Read more© 2024 Sanchar News