Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ଫଳ

Sanchar Live by Sanchar Live
May 13, 2025
in ଓଡିଶା
0
ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ଫଳ
0
SHARES
27
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ଫଳ । ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ପାସ୍‌ହାର ୮୮.୩୯ ପ୍ରତିଶତ ରହିଛି । ପୂର୍ବ ବର୍ଷ ଅପେକ୍ଷା ଏଥର ପାସ୍‌ହାର ବୃଦ୍ଧି ପାଇଛି । ୨୦୨୪ରେ ପାସ୍‌ହାର ୮୭.୯୮ ପ୍ରତିଶତ ରହିଥିଲା । ଛାତ୍ରଛାତ୍ରୀ cbse.gov.in କିମ୍ବା results.cbse.nic.in  ଭିଜିଟ୍‌ କରି ରେଜଲ୍ଟ ଦେଖିପାରିବେ । ଭୁବନେଶ୍ୱରରେ ସିବିଏସ୍‌ସି ଦ୍ୱାଦଶ ପାସ୍‌ହାର ୮୩.୬୭ ପ୍ରତିଶତ ରହିଛି । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ହାର ଅଧିକ ରହିଛି । ଏଥର ୧୭ ଲକ୍ଷ ୧୮ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଆଉ କିଛି ସମୟ ପରେ ସିବିଏସ୍‌ସିର ଦଶମ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇପାରେ । ଫେବ୍ରୁଆରି ୧୫ ତାରିଖରୁ ଏପ୍ରିଲ ୪ ତାରିଖ ଯାଏଁ ପରୀକ୍ଷା ଚାଲିଥିଲା । ମାର୍ଚ୍ଚ ୧୮ ତାରିଖରେ ଦଶମ ଶ୍ରେଣୀ ପରୀକ୍ଷା ଶେଷ ହୋଇଥିଲା ।

Tags: cbseodisha
ShareTweetShareSend
Sanchar Live

Sanchar Live

Next Post
ଚିକିତ୍ସା ଅବହେଳାରୁ ଆଖି ବୁଜିଲେ ଯବାନଙ୍କ ପତ୍ନୀ

ଚିକିତ୍ସା ଅବହେଳାରୁ ଆଖି ବୁଜିଲେ ଯବାନଙ୍କ ପତ୍ନୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.