Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତା ୨୪ ତାରିଖରେ ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍

Sanchar Live by Sanchar Live
November 20, 2024
in ଓଡିଶା
0
ଆସନ୍ତା ୨୪ ତାରିଖରେ ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍
0
SHARES
10
VIEWS
FacebookTwitter

ଭୁବନେଶ୍ୱର : ଆସନ୍ତା ୨୪ ତାରିଖରେ ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍ । ୨୭ ତାରିଖ ଯାଏଁ ଓଡିଶାର ପ୍ରଭାବିତ ଜିଲ୍ଲା ଗୁଡିକ ବୁଲି ଦେଖିବେ । ଏ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପିକେ ରାଏଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ଓଡ଼ିଶା ଆସୁଛନ୍ତି ।

ସେମାନେ ୨୫ରେ ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଯାଇ କ୍ଷୟକ୍ଷତି ଆକଳନ ଓ ସ୍ଥିତି ପରଖିବେ। ୨୫ ତାରିଖରେ ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡ଼ା ଯାଇ ସ୍ଥିତି ପରଖିବେ । କ୍ଷୟକ୍ଷତି ଆକଳନ ପରେ ୨୬ ତାରିଖରେ ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ।

କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ ।  ତେବେ ପ୍ରତ୍ୟେକ ବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଶୀକାର ଓଡ଼ିଶା ହେଉଥିବାରୁ ଭିତ୍ତିଭୂମି କ୍ଷୟକ୍ଷତିର ସ୍ଥାୟୀ ସମାଧାନ ପାଇଁ ସ୍ୱତନ୍ତ୍ର ଅର୍ଥ ମଗାଯିବ ଓ ଏନେଇ ବିଶେଷଜ୍ଞମାନଙ୍କ ସହ ବିଚାରବିମର୍ଶ ଚାଲିଛି ବୋଲି ଶ୍ରୀ ପୂଜାରୀ କହିଛନ୍ତି ।

Tags: Centeral teamcyclone
ShareTweetShareSend
Sanchar Live

Sanchar Live

Next Post
ସରିଲା ନିର୍ବାଚନ, ଆସିଲା ଏକଜିଟ ପୋଲ

ସରିଲା ନିର୍ବାଚନ, ଆସିଲା ଏକଜିଟ ପୋଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.