Saturday, June 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାମିନ୍ ଆବେଦନ ଖାରଜ ପରେ ଜେଲ ଗଲେ ଚାମେଲୀ ଓଝା

Sanchar Live by Sanchar Live
June 13, 2026
in ଓଡିଶା
0
ଜାମିନ୍ ଆବେଦନ ଖାରଜ ପରେ ଜେଲ ଗଲେ ଚାମେଲୀ ଓଝା

Oplus_131072

0
SHARES
1
VIEWS
FacebookTwitter

ଜେଲ୍ ଗଲେ ଚାମେଲି । ଜାମିନ୍ ଆବେଦନ ଖାରଜ ପରେ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଜେଲ୍ ପଠାଯାଇଛି । ଗିରଫ ପରେ ଆଜି ତାଙ୍କୁ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଯାଇଥିଲା । ଚାମେଲିଙ୍କ ନାଁରେ ମହାକାଳପଡା ଥାନାରେ ରୁଜୁ ହୋଇଥିବା ମାମଲାରେ ତଦନ୍ତ କରୁଛି ପୋଲିସ । ତାଙ୍କୁ ଉଠାଇ ଆଣିଲା ବେଳେ ଦୁଇ ମହିଳା ପୋଲିସଙ୍କୁ ଚାମେଲି କାମୁଡି ଦେଇଥିବା ଅଭିଯୋଗ ହୋଇଥିଲା । ଚାମେଲି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବାବେଳେ କିଛି ସମୟ ତଳେ ସେଠାରୁ ଅଣାଯାଇଥିଲା ।

ଲୋକଙ୍କ ସମସ୍ୟା ନେଇ ବିଡିଓଙ୍କୁ ଭେଟିବାକୁ ଯାଇଥିଲେ ।  କିନ୍ତୁ ବିବାଦରେ ଫଶିଗଲେ ମହାକାଳପଡ଼ା ବ୍ଲକ୍ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝା । ଗୁରୁବାର ପୂର୍ବାହ୍ନରେ ମହାକାଳପଡ଼ା ବ୍ଲକ୍ ବିଡିଓଙ୍କ ଚାମ୍ବରରେ ଚାମେଲି ଅଭିଯୋଗ କରିବା ସହ ଭିଡିଓ କରିବା ଘଟଣାରୁ ଆରମ୍ଭ ହୋଇଥିଲା ବିବାଦ । ବିଡିଓଙ୍କ ଫୋନ୍ ପାଇ ମହାକାଳପଡ଼ା ପୋଲିସ ପହଞ୍ଚି ଚାମେଲି ଓ ତାଙ୍କ ଭାଇଙ୍କୁ ଥାନାକୁ ନେଇଥିଲା । ଏହାର ଲାଇଭ୍ ଭିଡିଓ କରି ସେ ସୂଚନା ଦେଇଥିଲେ । ତେବେ ଥାନାକୁ ନେଲା ବେଳେ ଗାଡ଼ି ଭିତରେ ପୋଲିସ ତାଙ୍କୁ ମାଡ଼ ମାରିଥିବା ଚାମେଲି ଏସ୍ପିଙ୍କୁ ଲିଖିତ ଜଣାଇଛନ୍ତି । ଚାମେଲି ଜିଲ୍ଲା ସରପଞ୍ଚ ସଂଘ ସଭାପତି ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି । ତେଣୁ ସଂଘର ସମ୍ପାଦକ ସଞ୍ଜୟ ସେଠୀଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ଏସ୍ପିଙ୍କୁ ଭେଟି ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି । ସେହିପରି ଚାମେଲି ଓଝା ମଧ୍ୟ ମୁଖମନ୍ତ୍ରୀଙ୍କୁ ଘଟଣାରେ ଚିଠି ଲେଖି ଜଣାଇଛନ୍ତି ।

Tags: arrestChameli ojhakendrapada
ShareTweetShareSend
Sanchar Live

Sanchar Live

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଜାମିନ୍ ଆବେଦନ ଖାରଜ ପରେ ଜେଲ ଗଲେ ଚାମେଲୀ ଓଝା
  • ଅନଲାଇନ ସପିଂ କରୁଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ
  • ସ୍ୱାମୀଙ୍କୁ ମନେ ପକାଇଲେ କରିସ୍ମା
  • କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି, ଓଡିଶାରୁ ୨ ଅଧିକାରୀ
  • ହାଇୱାକୁ ପିଟିଲା BMW କାର୍, ୨ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.